ଅନକେ ସମୟ ପରେ ଶୂଯ ରେ କନ୍ଯା, ଯିହୁଦାର ସ୍ତ୍ରୀ ମୃତ୍ଯୁ ବରଣ କଲା। ଯେତବେେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମଷେମାନଙ୍କ ବାଳକାଟିବା ପାଇଁ ତା'ର ବନ୍ଧୁ ହୀରା ସହିତ ଗଲେ।
Cross references
ଏହା ପରେ ଇସ୍ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇସ୍ହାକର ସ୍ତ୍ରୀ ହେଲେ। ଇସ୍ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇସ୍ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।
ଏହି ସମୟରେ ଲାବନ ମଷେପଲରୁ ଲୋମ ଛଦନେ କରିବାକୁ ୟାଇଥିଲା। ଯେତବେେଳେ ସେ ଯଇେଥିଲେ, ରାହେଲ ଆପଣା ପିତାଙ୍କର ଘରର ଦବେତାମାନଙ୍କୁ ଚୋରି କଲା।
ସହେି ସମୟରେ ଯିହୁଦା ତା'ର ଭାଇମାନଙ୍କୁ ଛାଡ଼ି ହୀରା ନାମକ ଏକ ଅଦୁଲ୍ଲମୀଯ ସହିତ ରିହବାକୁ ଗଲା।
ଏହାପରେ ସହେି ସୀମା ବାଲାଠାରକ୍ସ୍ଟ ସଯେୀର ପର୍ବତ ପର୍ୟ୍ଯନ୍ତ ପଶ୍ଚିମ ଦିଗ ରେ ବକ୍ସ୍ଟଲିକରି ବସାଲୋନ୍ ନାମ ରେ ପ୍ରସିଦ୍ଧ ୟିଯାରୀମ୍ ପର୍ବତର ଉତ୍ତର ପାଶର୍ବସ୍ଥ ପର୍ୟ୍ଯନ୍ତ ଥିଲା। ତହକ୍ସ୍ଟଁ ସେ ବୈଥ୍ଶମେଶ ରେ ପଡି ତିମ୍ନା ପର୍ୟ୍ଯନ୍ତ ଥିଲା।
ୟମୂର୍ତ୍, ଅଦକ୍ସ୍ଟଲ୍ଲମ୍, ସୋଖୋ, ଅ ସକୋ,
ୟିହକ୍ସ୍ଟଦା ପରିବାର ବଂଶମାନଙ୍କୁ ମଧ୍ଯ ଏହି ସହରଗକ୍ସ୍ଟଡିକ ଦିଆ ୟାଇଥିଲା, ଯଥା, ସନାନ୍,ହଦାଶା, ମିଗଦଲଗାଦ,
କଯିନ, ଗିବିଯା, ତିମ୍ନା, ଏହିସବୁ ଗ୍ରାମ ସମତେ ଦଶ ନଗର ଓ ଗ୍ରାମ ସମତେ ଥିଲା।
ଏଲୋନ୍, ତିମ୍ନାଥା ଓ ଇକ୍ରୋଣ,
ଶାମ୍ଶୋନ୍ ତିମ୍ନାକକ୍ସ୍ଟ ୟାଇ ସେ ସ୍ଥାନ ରେ ପଲେଷ୍ଟୀୟମାନଙ୍କ କନ୍ଯାଗଣ ମଧିଅରେ ଗୋଟିଏ ସ୍ତ୍ରୀକକ୍ସ୍ଟ ଦେଖିଲେ।
ଦାଉଦ ମରକ୍ସ୍ଟଭୂମିରେ ଶୁଣିଲେ ଯେ ନାବଲ ତା'ର ଆପଣା ମେଣ୍ତାମାନଙ୍କର ଲୋମ କାଟକ୍ସ୍ଟଅଛି।
ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।
ଏହାପରେ ସଐୂର୍ଣ୍ଣ ଦକ୍ସ୍ଟଇ ବର୍ଷ ପରେ ଇଫ୍ରଯିମ ସୀମା ରେ ବାଲ୍ ହାତସୋର ରେ ଅବଶାଲୋମର ମଷେ ଲୋମ ଛଦନେ କଲା ଏବଂ ଅବଶା ଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
ଦାଉଦ ତାଙ୍କର ମନ ଅବଶାଲୋମ ଆଡେ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ ନୋନର ମୃତକ୍ସ୍ଟ୍ଯ ଜାଣି ସାନ୍ତ୍ବନା ପ୍ରାଲ୍ଗ ହେଲ।