Home Bibles ଆଦି ପୁସ୍ତକ 38:14 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 38:14 · ଓଡ଼ିଆ ବାଇବେଲ

ତାମର ସର୍ବଦା ବିଧବା ବସ୍ତ୍ର ପିନ୍ଧୁଥିଲା। ତେଣୁ ସେ କିଛି ଅନ୍ୟ ପୋଷାକ ପିନ୍ଧି ତା'ର ମୁହଁକୁ ଲୁଚାଇ ତିମ୍ନାତାର ପଥ ପାଶର୍ବସ୍ଥିତ ଐନମର ପ୍ରବେଶ ସ୍ଥାନ ରେ ବସି ରହିଲା। କାରଣ ସେ ଦେଖିଲା ଶଲୋ ବଡ଼ ହେଲେ ହେଁ ତାକୁ ବିବାହ କଲାନାହିଁ।

Cross references

ଆଦି ପୁସ୍ତକ 24:65

ରିବିକା ଦାସକୁ କହିଲା, ଆମ୍ଭମାନଙ୍କୁ ଦେଖି ସାକ୍ଷାତ କରିବାକୁ ଆସୁଥିବା ୟୁବକ କିଏ? ଦାସଟି ଉତ୍ତର ଦେଲେ, “ସେ ହେଉଛନ୍ତି ମୋର କର୍ତ୍ତା।” ତେଣୁ ରିବିକା ମୁହଁକୁ ନିଜର ଓଢ଼ଣାରେ ଆଚ୍ଛାଦନ କଲେ।

ଆଦି ପୁସ୍ତକ 38:11

ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ। ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ। ଏଣୁ ତାମର ତା' ପିତୃ ଗୃହକୁ ୟାଇ ବାସକଲା।

ଆଦି ପୁସ୍ତକ 38:19

ଏହାପରେ ତାମର ଗୃହକୁ ଗଲା ଓ ତା'ର ମୁହଁ ସର୍ବଦା ଲୁଚାଇ ରଖିଲାଏବଂ ଏହାପରେ ସେ ପୁନ୍ନର୍ବାର ବିଧବା ବସ୍ତ୍ର ପରିଧାନ କଲା।

ଆଦି ପୁସ୍ତକ 38:26

ଯିହୁଦା ସେ ସମସ୍ତ ବସ୍ତ୍ରକୁ ଦେଖିଲା ଏବଂ କହିଲା, ସେ ଠିକ ଅଛି। ମୁଁ ଭୁଲ କରିଥିଲା। ମୁଁ ପ୍ରତିଜ୍ଞା କରିଥିଲି ଶଲୋକୁ ଦବୋପାଇଁ କିନ୍ତୁ ତାହା କରି ନଥିଲି। ଏବଂ ଯିହୁଦା ଆଉ ତାଙ୍କ ସହିତ ଦୈହିକ ସଂପର୍କ ରଖିଲେ ନାହିଁ।

ହିତୋପଦେଶ 7:12

ସେ କେତବେେଳେ ରାସ୍ତାର ଉପ ରେ ଥାଏ, କେତବେେଳେ ଛକରେ ଥାଏ। ସେ ପ୍ରେତ୍ୟକକ କଣ ରେ ଛଳନାର ସହିତ ଅପେକ୍ଷା କରେ।

ଯିରିମିୟ 3:2

ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ।

ଯିହିଜିକଲ 16:25

ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ପାଦପୀଠ ପ୍ରସ୍ତୁତ କରିଅଛ ଓ ନିଜର ସୌନ୍ଦର୍ୟ୍ଯକୁ ଘୃଣା କରିଅଛ। ଆଉ ପ୍ରେତ୍ୟକକ ପଥିକ ପାଇଁ ନିଜର ବସ୍ତ୍ର କାଢ଼ି ପକାଇଛ, ତୁମ୍ଭର ବ୍ଯଭିଚାରୀତାର ସୀମା ନାହିଁ।

Interlinear

Choose Theme