Home Bibles ଆଦି ପୁସ୍ତକ 38:6 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 38:6 · ଓଡ଼ିଆ ବାଇବେଲ

ଯିହୁଦା ତା'ର ପ୍ରଥମ ପୁତ୍ରକୁ ବିବାହ ଦବୋପାଇଁ ଏକ ସ୍ତ୍ରୀ ପାଇଲେ। ଯାହାର ନାମ ତାମର ଥିଲା।

Cross references

ଆଦି ପୁସ୍ତକ 21:21

ତାଙ୍କର ମା ତାଙ୍କ ପାଇଁ ଏକ ସ୍ତ୍ରୀ ମିଶର ରେ ଠିକ୍ କଲେ। ସମାନେେ ପାରଣ ନାମକ ମରୁଭୂମିରେ ବାସ କଲେ।

ଆଦି ପୁସ୍ତକ 24:3

ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।

ମାଥିଉଲିଖିତ ସୁସମାଚାର 1:3

ୟିହୂଦା, ଫରେସ ଓ ସରହଙ୍କେ ବାପା।

Interlinear

Choose Theme