Home Bibles ଆଦି ପୁସ୍ତକ 39:17 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 39:17 · ଓଡ଼ିଆ ବାଇବେଲ

ସେ ତାଙ୍କ ସ୍ବାମୀକୁ ସହେି ସବୁ କଥାମାନ କହିଲା। ସେ କହିଲା, ତୁମ୍ଭେ ଯେଉଁ ଅବ୍ରୀଯ ଦାସକୁ ଆଣିଅଛ ସେ ମାେତେ ପରିହାସ କରିବାକୁ ମାେ ପାଖକୁ ଆସିଲା।

Cross references

ଆଦି ପୁସ୍ତକ 39:14

ସେ ଗୃହର ବାହାର ଲୋକମାନଙ୍କୁ ଡ଼ାକି ସେ କହିଲା, ଦେଖ, ସେ ଆମ୍ଭମାନଙ୍କ ସଙ୍ଗ ରେ ପରିହାସ କରିବା ନିମନ୍ତେ ଜଣେ ଅବ୍ରୀଯକୁ ଆଣିଛନ୍ତି। ସେ ଭିତରକୁ ପଶି ମାେ ସହିତ ଶଯନ କରିବାକୁ କହିଲା। ମୁଁ ବଡ଼ ପାଟି ରେ ଡ଼ାକ ପକାଇଲି।

ଯାତ୍ରା ପୁସ୍ତକ 20:16

ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।

ଯାତ୍ରା ପୁସ୍ତକ 23:1

ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।

ପ୍ରଥମ ରାଜାବଳୀ 18:17

ଆହାବ୍ ଏଲିଯଙ୍କୁ ପଚାରିଲେ, ତୁମ୍ଭେ କ'ଣ ସହେି, ଯେ ଇଶ୍ରାୟେଲର ଦୁଃଖର କାରଣ?

ପ୍ରଥମ ରାଜାବଳୀ 21:9

ସହେି ପତ୍ର ରେ ସେ ଏହା ଲେଖିଥିଲେ:

ଗୀତସଂହିତା 37:14

ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି। ସମାନେେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି। ସମାନେେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଚାହାଁନ୍ତି।

ଗୀତସଂହିତା 55:3

ମାରେ ଶତ୍ରୁ ମାେତେ ଭୟଭୀତ କଲେ। ସହେି ଦୁଷ୍ଟ ଲୋକଟି ମାେ ଉପରେ ପାଟି କଲା। ମାରେ ଶତ୍ରୁମାନେ ମାେ ଉପରେ ବିରକ୍ତି ହାଇେ ଆକ୍ରମଣ କଲେ। ସମାନେେ ମାେ ଉପରେ ବିଭିନ୍ନ ବିପଦ ଆଣିଲେ।

ଗୀତସଂହିତା 120:2

ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।

ହିତୋପଦେଶ 12:19

ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।

ହିତୋପଦେଶ 19:5

ଯେଉଁ ଲୋକ ଅନ୍ୟ ବିରୁଦ୍ଧ ରେ ମିଥ୍ଯା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କ ହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।

ହିତୋପଦେଶ 19:9

ମିଥ୍ଯା ସାକ୍ଷୀ ଦଣ୍ଡିତ ହବେ। ମିଥ୍ଯାବାଦୀ ଧ୍ବଂସ ପାଇବ।

ମାଥିଉଲିଖିତ ସୁସମାଚାର 26:65

ମହାୟାଜକ ଏକଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକଇେଲେ ଓ ସେ କହିଲେ, ଏ ଯେଉଁ ସବୁ କଥା କହିଲେ, ତା' ଦ୍ବାରା ପରମେଶ୍ବରଙ୍କର ନିନ୍ଦା ହାଇେଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭମାନେେ ପରମେଶ୍ବରଙ୍କର ନିନ୍ଦା ଶୁଣିଛ। ତୁମ୍ଭମାନେେ ତବେେ କ'ଣ ଭାବୁଛ?

Interlinear

Choose Theme