Home Bibles ଆଦି ପୁସ୍ତକ 39:22 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 39:22 · ଓଡ଼ିଆ ବାଇବେଲ

ତହିଁରେ ସହେି କାରା ରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷଫଙ୍କେ ହସ୍ତ ରେ ସମର୍ପଣ କଲେ। ପୁଣି ସମାନେେ ଯାହା କଲେ ସହେି ସକଳର କର୍ତ୍ତା ସହେି ହେଲେ।

Cross references

ଆଦି ପୁସ୍ତକ 39:4

ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।

ଆଦି ପୁସ୍ତକ 39:6

ପୋଟୀଫର ଯୋଷଫେକୁ ସବୁ ଦାଯୀତ୍ବ ଦଇେ ସେ ଆଉ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ଯସ୍ତ ହେଲେ ନାହିଁ।

ଆଦି ପୁସ୍ତକ 39:9

ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।

ଆଦି ପୁସ୍ତକ 40:3

ରକ୍ଷକ ସୈନ୍ଯାଧିପତିର ଯେଉଁ ବନ୍ଦୀ ଗୃହ ରେ ଯୋଷଫେ ବନ୍ଦୀ ଥିଲେ। ସହେିଠା ରେ ସମାନଙ୍କେୁ ବନ୍ଦୀ କରି ରଖିଲେ।

ଆଦି ପୁସ୍ତକ 40:4

ଯେତବେେଳେ ପ୍ରହରୀମାନଙ୍କର ଅଧିନାଯକ ଯୋଷଫଙ୍କେୁ ତତ୍ତ୍ବାବଧାନ ରେ ରଖିଲେ, ଯୋଷଫେ ସମାନଙ୍କେର ତତ୍ତ୍ବାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକା ରେ ସମାନେେ ବହୁଦିନ କାରାଗାର ରେ ରହିଲେ।

ପ୍ରଥମ ଶାମୁୟେଲ 2:30

ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତକ୍ସ୍ଟମ୍ଭ ଗୃହରକ୍ସ୍ଟ ଓ ତକ୍ସ୍ଟମ୍ଭ ପକ୍ସ୍ଟତୃଗୃହରକ୍ସ୍ଟ ଚିରଦିନ ପାଇଁ ମାରେ ଯାଜକ ହବେ ବୋଲି ମୁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, 'ତାହା ଆଉ କବେେ ଘଟିବ ନାହିଁ। କାରଣ ଯେଉଁମାନେ ମାେତେ ସମ୍ମାନ କରନ୍ତି, ମୁ ସମାନଙ୍କେୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମାେତେ ତକ୍ସ୍ଟଚ୍ଛଜ୍ଞାନ କରନ୍ତି, ସମାନଙ୍କେୁ ଅସମ୍ମାନ କରାୟିବ।

ଗୀତସଂହିତା 37:3

ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।

ଗୀତସଂହିତା 37:11

ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।

Interlinear

Choose Theme