କାରା ରକ୍ଷକ ଯୋଷଫଙ୍କେର ହସ୍ତଗତ କୌଣସି ବିଷଯ ରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।
Cross references
କିନ୍ତୁ ସଦାପ୍ରଭୁ ଯୋଷଫେକୁ ସହାୟ ହେଲେଓ ଯୋଷଫେ ଜଣେ ଭାଗ୍ଯବାନ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀଯ କର୍ତ୍ତାର ଗୃହ ରେ ବାସ କଲେ।
ରକ୍ଷକ ସୈନ୍ଯାଧିପତିର ଯେଉଁ ବନ୍ଦୀ ଗୃହ ରେ ଯୋଷଫେ ବନ୍ଦୀ ଥିଲେ। ସହେିଠା ରେ ସମାନଙ୍କେୁ ବନ୍ଦୀ କରି ରଖିଲେ।
ଧନୁର୍ଦ୍ଧରମାନେ ତାଙ୍କୁ ଅତିଶଯ କ୍ଲେଶ ଦଇେଛନ୍ତି। ପୁଣି ତାକୁ ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।
ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତକ୍ସ୍ଟମ୍ଭ ଗୃହରକ୍ସ୍ଟ ଓ ତକ୍ସ୍ଟମ୍ଭ ପକ୍ସ୍ଟତୃଗୃହରକ୍ସ୍ଟ ଚିରଦିନ ପାଇଁ ମାରେ ଯାଜକ ହବେ ବୋଲି ମୁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, 'ତାହା ଆଉ କବେେ ଘଟିବ ନାହିଁ। କାରଣ ଯେଉଁମାନେ ମାେତେ ସମ୍ମାନ କରନ୍ତି, ମୁ ସମାନଙ୍କେୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମାେତେ ତକ୍ସ୍ଟଚ୍ଛଜ୍ଞାନ କରନ୍ତି, ସମାନଙ୍କେୁ ଅସମ୍ମାନ କରାୟିବ।
ତଣେୁ ସହେି ବ୍ଯକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ତୁଷର ସ୍ଥିତି ପରି। ସହେି ବ୍ଯକ୍ତି ଠିକ୍ ସମଯରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସହେି ବ୍ଯକ୍ତି ସହେି ବୃକ୍ଷ ପରି ଶକ୍ତିଶାଳୀ, ୟାହାର ପତ୍ର କବେେ ହେଲେ ଶୁଖିୟାଏ ନାହିଁ। ସେ ୟାହା କରେ, ତହିଁରେ କୃତକାର୍ୟ୍ଯ ହୁଏ।
ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।
ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।
ମାରେ ପରମେଶ୍ବର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସମାନେେ ମାରେ କ୍ଷତି କରି ନାହାଁନ୍ତି। କାରଣ ମାରେପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରିନାହିଁ।