Home Bibles ☰ Books ଆଦି ପୁସ୍ତକ 39:5 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 39:5 · ଓଡ଼ିଆ ବାଇବେଲ

ଏହି ପ୍ରକା ରେ ସେ ଯୋଷଫଙ୍କେୁ ଆପଣା ଗୃହ ଓ ସର୍ବସ୍ବର ଅଧ୍ଯକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷଫଙ୍କେ ଲାଗି ସହେି ମିସ୍ରୀଯ ଲୋକରଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।

Cross references

ଆଦି ପୁସ୍ତକ 12:2

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ଆଦି ପୁସ୍ତକ 19:29

ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।

ଆଦି ପୁସ୍ତକ 30:27

ଲାବନ ତାଙ୍କୁ କହିଲା, ମାେତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ଯା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ମାେତେ ଆଶୀର୍ବାଦ କରିଛନ୍ତି।

ଦିତୀୟ ବିବରଣ 28:3

ତକ୍ସ୍ଟମ୍ଭମାନେ ଏହି ନଗର ରେ ଆଶୀର୍ବାଦ ପ୍ରାଲ୍ଗ ହବେ ଓ କ୍ଷେତ୍ର ରେ ମଧ୍ଯ ଆଶୀର୍ବାଦ ପ୍ରାଲ୍ଗ ହବେ।

ଦିତୀୟ ଶାମୁୟେଲ 6:11

ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସଠାେରେ ତିନିମାସ ରହିଲା। ସଦାପ୍ରଭୁ ଓବଦଇଦେୋମ ଓ ତାଙ୍କର ପରିବାରକକ୍ସ୍ଟ ଆଶିର୍ବାଦ କଲେ।

ଗୀତସଂହିତା 21:6

ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।

ଗୀତସଂହିତା 72:17

ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24

'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

ଏଫିସୀୟଙ୍କ ପ୍ରତି ପତ୍ର 1:3

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।

Interlinear

Choose Theme