Home Bibles ଆଦି ପୁସ୍ତକ 39:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 39:7 · ଓଡ଼ିଆ ବାଇବେଲ

କିଛି ଦିନ ପରେ ଯୋଷଫେର ମୁନିବର ସ୍ତ୍ରୀ ଯୋଷଫେକୁ ନଜର ପକଇବୋକୁ ଲାଗିଲେ। ଦିନେ ସହେି ସ୍ତ୍ରୀ ଯୋଷଫେକୁ ଅନୁରୋଧ କଲେ, ମାେ ସହିତ ଶଯନ କର।

Cross references

ଆଦି ପୁସ୍ତକ 6:2

ପରମେଶ୍ବରଙ୍କର ପୁତ୍ରଗଣ ଦେଖିଲେ,

ଦିତୀୟ ଶାମୁୟେଲ 13:11

ତାହାକକ୍ସ୍ଟ ଖକ୍ସ୍ଟଆଇବା ପାଇଁ ତାହା ନିକଟକକ୍ସ୍ଟ ନିଅନ୍ତେ ସେ ତାମରକକ୍ସ୍ଟ ଧରି କହିଲା, ଆସ ମାରେ ଭଉଣୀ ମାେ ପାଖ ରେ ଶଯନ କର।

ଆୟୁବ ପୁସ୍ତକ 31:1

ମୁଁ ମାରଚେକ୍ଷୁ ସଙ୍ଗେ ଏପରି ଏକ ଚୁକ୍ତି କରିଛି ଯେ ମୁଁ କୌଣସି ଝିଅକୁ ଏପରି ଭାବରେ ଦେଖିବି ନାହିଁ, ୟଦ୍ଦ୍ବାରା କି ମୁଁ ତାକୁ ଚାହିଁବି।

ଗୀତସଂହିତା 119:37

ସଦାପ୍ରଭୁ ଅସାର ବସ୍ତୁ ମାେତେ ଦେଖିବାକୁ ଦିଅ ନାହିଁ। ତୁମ୍ଭ ପଥରେ ଚାଲିକି ମାେତେ ଜୀବନ ଖାଜେିବାକୁ ଦିଅ।

ହିତୋପଦେଶ 2:16

ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।

ହିତୋପଦେଶ 5:9

ଯଦି ତୁମ୍ଭେ ତାହା କର, ତବେେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦଯ ଲୋକମାନେ ସବୁକିଛି ନଇେଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ୟ୍ଯ କରି ସଂଗ୍ରହ କରିଥିବ।

ହିତୋପଦେଶ 6:26

ବ୍ଯଭିଚାରିଣୀକୁ ପାଉଁରୋଟୀର ଦାମ ଦବୋକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦବୋକୁ ପଡ଼ିବ।

ହିତୋପଦେଶ 7:13

ସହେି ସ୍ତ୍ରୀ ଜଣକ ସହେି ୟୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖ ରେ କହିଲା,

ହିତୋପଦେଶ 7:15

ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି।

ଯିରିମିୟ 3:3

ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହାଇେଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ଯାର ଭଂଗୀ ଓ ଲଜ୍ଜ୍ଯାହୀନ ଚାହାଣୀ ବଜାଯ ରଖିଛ ଓ ଲଜ୍ଜିତ ହବୋକୁ ଅସ୍ବୀକାର କରୁଛ।

ଯିହିଜିକଲ 16:25

ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ପାଦପୀଠ ପ୍ରସ୍ତୁତ କରିଅଛ ଓ ନିଜର ସୌନ୍ଦର୍ୟ୍ଯକୁ ଘୃଣା କରିଅଛ। ଆଉ ପ୍ରେତ୍ୟକକ ପଥିକ ପାଇଁ ନିଜର ବସ୍ତ୍ର କାଢ଼ି ପକାଇଛ, ତୁମ୍ଭର ବ୍ଯଭିଚାରୀତାର ସୀମା ନାହିଁ।

ଯିହିଜିକଲ 16:32

ତୁମ୍ଭେ ଜଣେ ବ୍ଯଭିଚାରିଣୀ ସ୍ତ୍ରୀ, ତୁମ୍ଭେ ସ୍ବାମୀକୁ ଛାଡ଼ି ଆଗନ୍ତୁକ ପୁରୁଷମାନଙ୍କୁ ୟୌନ ସହଚର ରୂପେ ପସନ୍ଦ କଲ।

ଯିହିଜିକଲ 16:34

ତୁମ୍ଭର ବେଶ୍ଯାବୃତ୍ତି ଅନ୍ୟ ବେଶ୍ଯାଙ୍କଠାରୁ ବିପରୀତ ଅଟେ। ଅନ୍ୟ ବେଶ୍ଯାମାନେ ଜାର ପୁରୁଷଠାରୁ ଭଡ଼ା ନେଉଥିଲା ବେଳେ ତୁମ୍ଭେ ଜାରପୁରୁଷକୁ ତୁମ୍ଭ ସହିତ ବ୍ଯଭିଚାର ପାଇଁ ଭଡ଼ା ଦଇେଥାଅ।

ଯିହିଜିକଲ 23:5

ଆଉ ଅହଲା ଆମ୍ଭ ପ୍ରତି ଅବିଶ୍ବସ୍ତ ହାଇେ ପ୍ ରମେ କଲା। ସେ ଆପଣାର ପ୍ରତିବେଶୀ ଅଶୂରୀଯ ପ୍ ରମେିକଗଣଠା ରେ ଆସକ୍ତା ହେଲା।

ଯିହିଜିକଲ 23:12

ସେ ମଧ୍ଯ ସହେି ଅଶୂରୀଯ ଦଶାେଧ୍ଯକ୍ଷ ଶାସନ କତ୍ତୃର୍ଗଣଙ୍କ ପ୍ରତି ଆସକ୍ତା ହେଲାା ସମାନେେ ନୀଳରଙ୍ଗ ପୋଷାକ ପରିହିତ ସୁନ୍ଦର ୟୁବକ ଓ ଅଶ୍ବାରୋହୀ ଥିଲେ।

ମାଥିଉଲିଖିତ ସୁସମାଚାର 5:28

କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।

ପିତରଙ୍କ ଦିତୀୟ ପତ୍ର 2:14

ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।

ଯୋହନଙ୍କ ପ୍ରଥମ ପତ୍ର 2:16

ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା :

Interlinear

Choose Theme