ଆଜି ତୁମ୍ଭେ ମାେତେ ଭୂମିରୁ ତଡ଼ି ଦଲେ, ତହିଁରେ ମୁଁ ତୁମ୍ଭଠାରୁ ଲୁକାଯିତ ହବେି। ମୁଁ ଏକ ପଳାତକ ଓ ପୃଥିବୀ ରେ ଭ୍ରମଣକାରୀ ହବେି। ଏପରି ହବେ ଯେ କୌଣସି ଲୋକ ମାେତେ ପାଇଲେ ବଧ କରିବ।
Cross references
ଏହାପରେ ସଦାପ୍ରଭୁ କଯିନକୁ କହିଲେ, ମୁଁ ଏପରି ଘଟିବାକୁ ଦବେି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ଯା କରେ ତବେେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି। ଏହାପରେ ସଦାପ୍ରଭୁ ପରମେଶ୍ବର କଯିନଙ୍କୁ ଏକ ଚି଼ହ୍ନଟ ଦେଲେ। ଚ଼ିହ୍ନଟି ଦର୍ଶାଇଲା ଯେ, କହେି ତାକୁ ମାରିବା ଉଚ଼ିତ୍ ନୁହେଁ।
ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।
ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।
ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ ସମାନେେ ଶତୃମାନଙ୍କ ଦେଶ ରେ ସାହସିକତା ହରାଇବେ। ସମାନେେ ପତ୍ରଝଡାର ଶଦ୍ଦ ଶୁଣିଲେ ମଧ୍ଯ ଦୌଡି ପଳାଇବେ। ପୁଣି ଖଡ୍ଗଧାରରୁ ପକାଇଲା ଲୋକପରି ସମାନେେ ଦୌଡିବେ ଓ କହେି ସମାନଙ୍କେୁ ନ ଗୋଡ଼ାଇଲେ ହେଁ ସମାନେେ ପତିତ ହବେେ।
ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।
ଜଣେ ମୃତ ପରିବାରର ଲୋକ, ହତ୍ଯାକାରୀକୁ ହତ୍ଯା କରିପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ଯା କରିପାରିବ।
ଯେଉଁ ବ୍ଯକ୍ତି ହତ୍ଯା କରିଥିଲା ତାକୁ ମୃତବ୍ଯକ୍ତିର ପରିବାରର କୌଣସି ସଦସ୍ଯ ତାକୁ ଦେଖିଲା ମାତ୍ ରେ ହତ୍ଯା କରିବେ।
ସୀମାର ବାହା ରେ ତାହାକୁ ପାଏ ଓ ପ୍ରତିହନ୍ତା ତାହାକୁ ବଧ କରେ ତବେେ ସେ ରକ୍ତପାତ ରେ ଅପରାଧୀ ହବେ ନାହିଁ।
ତୁମ୍ଭମାନେେ ସହେି ଗୋଷ୍ଠୀଯମାନଙ୍କ ମଧିଅରେ କିଛି ଶାନ୍ତି ପାଇବ ନାହିଁ ଓ ସଠାେରେ ତକ୍ସ୍ଟମ୍ଭ ପାଦର କିଛି ବିଶ୍ରାମ ହବେ ନାହିଁ। ସଦାପ୍ରଭୁ ତୁମ୍ଭର ମନକକ୍ସ୍ଟ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗକ୍ସ୍ଟଡିକ ଆଙ୍କାକ୍ଷା ରେ ଅବସନ୍ନ କରି ଦବେେ ଏବଂ ସେ ତୁମ୍ଭକୁ ଦକ୍ସ୍ଟଃଖ ପୂର୍ଣ୍ଣ କରିବେ।
ବର୍ତ୍ତମାନ ମାରେ ପକ୍ସ୍ଟରା ପରିବାର ମାରେ ବିରକ୍ସ୍ଟଦ୍ଧାଚରଣ କରୁଛନ୍ତି। ସମାନେେ ମାେତେ କହିଲେ, 'ତୁମ୍ଭେ ସେ ପକ୍ସ୍ଟତ୍ରକକ୍ସ୍ଟ ଆଣି ଦିଅ ଯେ ତା'ର ଭାଇକକ୍ସ୍ଟ ମାରିଅଛି। ଆମ୍ଭମାନେେ ତାକକ୍ସ୍ଟ ହତ୍ଯା କରିବକ୍ସ୍ଟ। କାରଣ ସେ ତା'ର ଭାଇକକ୍ସ୍ଟ ହତ୍ଯା କଲା?' ମାେ ପକ୍ସ୍ଟଅ ହେଉଛି ମାରେ ଶଷେ ଅଗ୍ନିଶିଖା। ଯଦି ସମାନେେ ତାକକ୍ସ୍ଟ ହତ୍ଯା କରନ୍ତକ୍ସ୍ଟ, ତବେେ ସହେି ଅଗ୍ନିଶିଖା ଜଳି ଲିଭିୟିବ। ସେ ତା'ର ବାପାର ସଐତ୍ତି ପାଇବାର ଏକମାତ୍ର ଜୀବିତ ଉତ୍ତରାଧିକାରୀ ପକ୍ସ୍ଟତ୍ର। ଯଦି ସମାନେେ ତାକକ୍ସ୍ଟ ହତ୍ଯା କରନ୍ତି, ତବେେ ସହେି ସଐତ୍ତି ଅନ୍ୟ ଜଣକକ୍ସ୍ଟ ଦିଆୟିବ ଏବଂ ତା'ପରେ ମାରେ ସ୍ବାମୀର ନାମ ଏହି ଦେଶରକ୍ସ୍ଟ ଲିଭିୟିବ।
ସହେି ଜ୍ଞାନୀ ଲୋକମାନେ କହିଥିଲେ, ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ। ଜଣେ ନିଷ୍ଠୁର ବ୍ଯକ୍ତି ତା'ର ପ୍ରେତ୍ୟକକ ଗଣିତ ବର୍ଷ ରେ କ୍ଲେଶ ଭୋଗ କରେ।
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'
ତୁମ୍ଭଠାରୁ ମାେତେ ଦୂର କର ନାହିଁ ! ଏବଂ ତୁମ୍ଭର ପବିତ୍ର ଆତ୍ମା ମାଠାରୁେ ନିଅ ନାହିଁ।
ତାଙ୍କର ଘର ଉଜୁଡ଼ି ଯାଉ। ସମାନେେ ସବୁ ଭିକାରୀ ହୁଅନ୍ତୁ।
ମୁଁ ଆଶା କରେ ସମାନଙ୍କେୁ କହେି ଦୟା ନ କରନ୍ତୁ। ତାଙ୍କର ପିଲାମାନଙ୍କୁ କହେି ଦୟା ନ ଦଖାେନ୍ତୁ।
ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।
ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।
ଦୁଷ୍ଟ ଲୋମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।
ଯଦି ସମାନେେ ତାଙ୍କର ଦେଶର ଚାରିଆଡ଼କୁ ଦୃଷ୍ଟିପାତ କରିବେ ତବେେ ସମାନେେ କବଳେ ଦୁଃଖ ଓ ୟାତନାରୂପକ ଅନ୍ଧକାର ଦେଖିବେ ଓ ସହେି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ଯାଗ କରିବାକୁ ବାଧ୍ଯ ହବେେ। ପୁଣି ସହେି ଅନ୍ଧକାର ରେ ଆବଦ୍ଧ ହାଇେଥିବା ବ୍ଯକ୍ତି ନିଜକୁ ସେଥିରୁ ଉଦ୍ଧାର କରିପାରିବେ ନାହିଁ।
ୟିରୁଶାଲମ ଓ ଯିହୁଦା ରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସମାନଙ୍କେ ପ୍ରତି କୋର୍ଧାନ୍ବିତ ଥିଲେ। ଶଷେ ରେ ସଦାପ୍ରଭୁ ସମାନଙ୍କେୁ ଆପଣା ସମ୍ମୁଖରୁ ଦୂର କରି ଦେଲେ।
ସେଥିପାଇଁ ସହେି ଲୋକମାନେ ଶୀଘ୍ର ଅଦୃଶ୍ଯ ହବେେ। ସମାନେେ ସକାଳର କୁହୁଡି ସଦୃଶ ଶୀଘ୍ର ଦଖାେ ଦବେେ ଓ ଶୀଘ୍ର ଅଦୃଶ୍ଯ ହାଇଯେିବେ। ଇଶ୍ରାୟେଲୀୟମାନେ ଅଗାଡି ଖଳାରୁ ଉଡିଗଲା ପରି ଉଡିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ଯ ହେଲାପରି ସମାନେେ ଅଦୃଶ୍ଯ ହାଇଯେିବେ।
ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।
ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।
ସହେି ଲୋକମାନେ ଅନନ୍ତ ବିନାଶ ଦ୍ବାରା ଦଣ୍ଡିତ ହବେେ। ସମାନଙ୍କେୁ ପ୍ରଭୁଙ୍କ ସହିତ ରହିବାକୁ ଦିଆୟିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସମାନଙ୍କେୁ ଦୂର ରେ ରଖାୟିବ।