Home Bibles ଆଦି ପୁସ୍ତକ 40:10 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 40:10 · ଓଡ଼ିଆ ବାଇବେଲ

ସହେି ଦ୍ରୀକ୍ଷାଲତା ରେ ଦିନି ଶାଖା ଥିଲା। ତାହା ପଲ୍ଲବିତ ହେଲା ଓ ତହିଁରେ ଫୁଲ ଫୁଟିଲା। ଆଉ ତା'ର ପେଣ୍ଡା ରେ ପନ୍େଥା ପନ୍େଥା ଅଙ୍ଗୁର ପାଚିଲା।

Cross references

ଗଣନା ପୁସ୍ତକ 17:8

ଏହାପରେ ଆରଦିନ ମାଶାେ ସାକ୍ଷ୍ଯ ତମ୍ବୁ ରେ ପ୍ରବେଶ କରି ସାକ୍ଷ୍ଯ ସିନ୍ଦୁକ ଦେଖିଲେ, ଲବେୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡି ଅଙ୍କୁରିତ ହାଇେଅଛ, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ବ ବାଦାମ ଫଳିଲା।

ମାର୍କଲିଖିତ ସୁସମାଚାର 6:16

େ ହରୋଦ ଯୀଶୁଙ୍କ ବିଷୟ ରେ ଏସବୁ ଶୁଣିଲେ। ସେ କହିଲେ, ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ଯା କରିଛି। ବର୍ତ୍ତମାନ ଯୋହନ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛନ୍ତି।

Interlinear

Choose Theme