Home Bibles ଆଦି ପୁସ୍ତକ 40:17 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 40:17 · ଓଡ଼ିଆ ବାଇବେଲ

ସ୍ବର୍ଗ ଉପରେ ଡ଼ାଲା ରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସକୋ ହବୋ ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମାେ ମସ୍ତକର ଡ଼ାଲାରୁ ତାହା ଖାଇଲେ।

Cross references

ଆଦି ପୁସ୍ତକ 49:20

ଆଶରେ ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ। ସେ ରାଜାଙ୍କୁ ରାଜକୀଯଭକ୍ଷ ଯୋଗଇବ।

ପ୍ରଥମ ବଂଶାବଳୀ 12:20

ଦାଉଦ ସିକ୍ଲଗ ସହରକୁ ୟିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ୟୋଗ ଦଇେଥିଲେ ; ଅଦ୍ନହ, ୟୋଷାବଦ୍, ୟିଦୀଯଲେ, ମୀଖାଯଲେ, ୟୋଷାବଦ୍, ଇଲିହୂ, ଓ ସିଲ୍ଲଥଯ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ଯଙ୍କର ମୁଖ୍ଯ ଥିଲେ।

Interlinear

Choose Theme