Home Bibles ଆଦି ପୁସ୍ତକ 40:22 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 40:22 · ଓଡ଼ିଆ ବାଇବେଲ

ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷ ରେ ଟଙ୍ଗାଇଲେ।

Cross references

ଆଦି ପୁସ୍ତକ 40:8

ସହେି ଦୁଇ ବନ୍ଦୀ ଉତ୍ତର ଦେଲେ, ଆମ୍ଭେ କାଲି ରାତି ରେ ସ୍ବପ୍ନ ଦେଖିଲୁ। କିନ୍ତୁ ତାହା ବୁଝି ପାରୁନାହୁଁ। ସହେି ସ୍ବପ୍ନର ବ୍ଯାଖ୍ଯା କରିବାକୁ କହେି ନାହିଁ।

ଆଦି ପୁସ୍ତକ 40:19

ତିନିଦିନ ମଧିଅରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ। ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।

ଆଦି ପୁସ୍ତକ 41:11

ଏହାପରେ ସହେି ରାତ୍ରି ରେ ଆମ୍ଭମାନେେ ପ୍ରେତ୍ୟକକ ଏକ ଏକ ସ୍ବପ୍ନ ଦେଖିଲୁ ଏବଂ ଦୁହିଁଙ୍କ ସ୍ବପ୍ନର ଅର୍ଥ ଥିଲା।

ଆଦି ପୁସ୍ତକ 41:13

ସେ ଆମ୍ଭମାନଙ୍କୁ ଯାହା ସବୁ କହିଥିଲଲେ ତାହା ସତ୍ଯ ହେଲା। ସେ କହିଥିଲେ ମୁଁ ମୁକ୍ତ ହବେି ଏବଂ ମାରେ କର୍ମ ରେ ନିୟୁକ୍ତ ହବେି। ଏବଂ ସହେିପରି ହେଲା। ସେ କହିଥିଲେ ସୂପକାର ମରିବ। ସେ ମଧ୍ଯ ମଲା।

ଆଦି ପୁସ୍ତକ 41:16

ଯୋଷଫେ ଉତ୍ତର ଦଲୋ, ମୁଁ ପାରିବି ନାହିଁ। କିନ୍ତୁ ହାଇପୋ ରେ ପରମେଶ୍ବର ଏହାର ଅର୍ଥ କରିପାରନ୍ତି।

ଯିରିମିୟ 23:28

ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।

ଦାନିଏଲ 2:19

ଏହାପ ରେ ପରମେଶ୍ବର ଦାନିୟେଲକୁ ଦର୍ଶନ ଦଇେ ଗୁପ୍ତ ବିଷଯ ରେ ଜଣାଇଲେ। ତହୁଁ ଦାନିୟେଲ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ଧନ୍ଯବାଦ କଲେ।

ଦାନିଏଲ 2:30

ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମାରେ ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ ବିଷଯ ପରମେଶ୍ବର ମାେ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାୟିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମାେ ପ୍ରତି ପ୍ରକାଶିତ ହାଇେଅଛି।

ଦାନିଏଲ 5:12

ମୁଁ ଯେଉଁ ବ୍ଯକ୍ତି ବିଷଯ ରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦଇେଥିଲେ। ସହେି ବେଲ୍ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ବପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ ତଥ୍ଯ ପ୍ରକାଶ କରିପାରନ୍ତି। ତାଙ୍କୁ ଡକାଅ। ସେ କବଳେ ଏ ଲଖାରେ ଅର୍ଥ ବୁଝାଇ ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:30

ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।

Interlinear

Choose Theme