Home Bibles ଆଦି ପୁସ୍ତକ 40:3 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 40:3 · ଓଡ଼ିଆ ବାଇବେଲ

ରକ୍ଷକ ସୈନ୍ଯାଧିପତିର ଯେଉଁ ବନ୍ଦୀ ଗୃହ ରେ ଯୋଷଫେ ବନ୍ଦୀ ଥିଲେ। ସହେିଠା ରେ ସମାନଙ୍କେୁ ବନ୍ଦୀ କରି ରଖିଲେ।

Cross references

ଆଦି ପୁସ୍ତକ 39:20

ସଠାେରେ ଏକ କାରାଗାର ଥିଲା ଯେଉଁଠା ରେ ରାଜାଙ୍କର ଶତୃମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷଫଙ୍କେୁ ସହେି କାରାଗୃହ ରେ ରଖିଲା। ଏବଂ ଯୋଷଫେ ସହେିଠା ରେ ରହିଲେ।

ଆଦି ପୁସ୍ତକ 39:23

କାରା ରକ୍ଷକ ଯୋଷଫଙ୍କେର ହସ୍ତଗତ କୌଣସି ବିଷଯ ରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।

Interlinear

Choose Theme