Home Bibles ଆଦି ପୁସ୍ତକ 41:21 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 41:21 · ଓଡ଼ିଆ ବାଇବେଲ

କିନ୍ତୁ ସମାନେେ ସହେିପରି ଦୁର୍ବଳ ଓ କୁତ୍ସିତ ଦଖାେ ଯାଉଥାନ୍ତି। ସମାନେେ ଖାଇ ସାରିବାପରେ ନଖାଇଲା ପରି ଦଖାେ ଯାଉଥିଲେ। ଏହି ସମୟରେ ମାରେ ନିଦ୍ରା ଭାଙ୍ଗିଗଲା।

Cross references

ଗୀତସଂହିତା 37:19

ଯେତବେେଳେ ବିପଦ ଆସେ ସେତବେେଳେ ଧାର୍ମିକ ଲୋକମାନେ ଧ୍ବଂସ ହବେେ ନାହିଁ। ଯେତବେେଳେ ଦୁର୍ଭିକ୍ଷ ପଡ଼ିବ ସେତବେେଳେ ଧାର୍ମିକ ଲେଶକ ପ୍ରଚୁର ଖାଦ୍ୟ ପାଇବେ।

ଯିଶାଇୟ 9:20

ଲୋକମାନେ ଦକ୍ଷିଣ ହସ୍ତ ରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହବେେ। ବାମ ହସ୍ତ ରେ ଯାହା ଭୋଜନ କରିବେ ସେଥି ରେ ତୃପ୍ତ ହବେେ ନାହିଁ। ତା'ପ ରେ ସମାନେେ ନିଜ ପିଲାମାନଙ୍କ ମାଂସ ଭକ୍ଷଣ କରିବେ।

ଯିହିଜିକଲ 3:3

ତା'ପ ରେ ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦର ରେ ପୂରାଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:9

ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।

Interlinear

Choose Theme