ଏହାପରେ ସାତଟା ମୁଣ୍ଡ ବାହରି ଆସିଲା ଶୀଷା ଉତ୍ପନ୍ନ ହେଲା। କିନ୍ତୁ ସହେି ଗୁଡ଼ିକ କ୍ଷୀଣ ପୂର୍ବ ବାଯୁ ରେ ଶୁଖି ୟାଇଥିବା ପରି ଦଖାେ ଯାଉଥିଲା।
Cross references
ସମାନଙ୍କେ ପରେ, ସାତ ଧାନର ମୁଣ୍ଡ ବାହାରି ଆସିଲା। କିନ୍ତୁ ଏହା କ୍ଷୀଣ ଥିଲା ଏବଂ ପୂର୍ବ ବାଯୁ ରେ ଶୁଖିଗଲା ପରି ଦଖାଯାେଉଥିଲା।
ଏଣୁ ସେ ନଗର ଗୁଡିକର ବାସିନ୍ଦାମାନେ ଅଳ୍ପ ଶକ୍ତି ସମ୍ପନ୍ନ ହେଲେ। ସମାନେେ ହତାଶ ଓ ଉଦ୍ବିଗ୍ନ ହେଲେ। ସମାନେେ କ୍ଷତରେ ଶାକ ଓ ନବୀନ ତୃଣ, ଗୃହଛାତ ଉପରିସ୍ଥ ଘାସ ଏହା ବଢିବା ପୂର୍ବରୁ ଶୁଷ୍କ ହେଉଛି।
ସମାନେେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ଯ ବଢ଼ିବା ପୂର୍ବରୁ ଶୁଖି ୟାଆନ୍ତୁ।
ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।
ଇଫ୍ରଯିମ ଦଣ୍ତିତ ହବେ। ସମାନଙ୍କେର ମୂଳ ମରିୟାଇଛି। ସମାନଙ୍କେର ଆଉ ଅଧିକ ସନ୍ତାନ ହବେେ ନାହିଁ। ସମାନେେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସମାନଙ୍କେର ମହାନ୍ ସନ୍ତାନଙ୍କୁ ଆମ୍ଭେ ହତ୍ଯା କରିବା।
ଇଶ୍ରାୟେଲ ତା'ର ଭାଇମାନଙ୍କ ସହିତ ବଢେ। କିନ୍ତୁ ଏକ ଶକ୍ତିଶାଳୀ ପୂବଇେ ପବନ ଆସିବ, ଏହା ସଦାପ୍ରଭୁ ପ୍ ରରେିତ ବାଯୁ ମରୁଭୂମିରୁ ପ୍ରବାହିତ ହବେ। ତା'ପ ରେ ଇଶ୍ରାୟେଲର କୂଅ ଶୁଖିୟିବ। ଜଳପୂର୍ଣ୍ଣ ଝରଣାଗୁଡିକ ଶୁଖିୟିବ। ସହେି ପବନ ସମସ୍ତ ମୂଲ୍ଯବାନ ବସ୍ତୁ ଇଶ୍ରାୟେଲର ଭଣ୍ତାରରୁ ଉଡାଇ ନଇୟିବେ।