Home Bibles ଆଦି ପୁସ୍ତକ 41:35 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 41:35 · ଓଡ଼ିଆ ବାଇବେଲ

ଏହି ପ୍ରକାର ରେ ଲୋକମାନେ ସେ ଉତ୍ତମ ସାତବର୍ଷ ମଧିଅରେ ଏହି ଖାଦ୍ୟ ସଂଗ୍ରହ କରି ରଖିବ। ଏହି ପ୍ରକାର ଖାଦ୍ୟ ସଂଗ୍ରହ କରି ତୁମ୍ଭ ନିଯନ୍ତ୍ରଣ ରେ ରଖ।

Cross references

ଆଦି ପୁସ୍ତକ 41:48

ଯୋଷଫେ ସହେି ସାତ ବର୍ଷ ରେ ମିଶର ଦେଶ ରେ ଉତ୍ପନ୍ନ ଶସ୍ଯ ସଂଗ୍ରହ କରି ପ୍ରତି ନଗର ରେ ସଂଗ୍ରହ କଲେ। ଯେଉଁ ନଗରର ଚାରିଆଡ଼େ ଭୂମିରେ ଯେତେ ଶସ୍ଯ ଉତ୍ପନ୍ନ ହେଲା, ତାହା ସବୁ ସହେି ନଗର ରେ ସଂଗ୍ରହ ହେଲା।

ଆଦି ପୁସ୍ତକ 41:56

ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷଫେ ସବୁ ସ୍ଥାନ ରେ ଗୋଲା ଫିଟାଇ ମିସ୍ରୀଯମାନଙ୍କୁ ଶସ୍ଯ ବିକିବାକୁ ଲାଗିଲେ। ତଥାପି ମିଶର ରେ ଦୁର୍ଭିକ୍ଷ ପ୍ରବଳ ହେଲା।

ଆଦି ପୁସ୍ତକ 45:6

ଦୁର୍ଭିକ୍ଷ ବର୍ତ୍ତମାନ ଦୁଇବର୍ଷ ଧରି ଚାଲିଛି। ଆହୁରି ଏହିପରି ପାଞ୍ଚବର୍ଷ ହବେ। ଶସ୍ଯ କଅଁଳିବ ନାହିଁ।

ଯାତ୍ରା ପୁସ୍ତକ 4:13

କିନ୍ତୁ ମାଶାେ କହିଲେ, ହେ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ବିନଯ କରୁଅଛି ମାେତେ ନ ପଠାଇ ଅନ୍ୟ ଜଣଙ୍କୁ ପଠାଅ।

Interlinear

Choose Theme