Home Bibles ଆଦି ପୁସ୍ତକ 41:36 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 41:36 · ଓଡ଼ିଆ ବାଇବେଲ

ଦୁର୍ଭିକ୍ଷ ସାତବର୍ଷ ସମୟରେ ସମସ୍ତ ମିଶରକୁ ତୁମ୍ଭେ ଖାଦ୍ୟ ଯୋଗ ପାରିବ। ତେଣୁ ମିଶର ଦୁର୍ଭିକ୍ଷ ୟୋଗୁ ଧ୍ବଂସ ହବେ ନାହିଁ।

Cross references

ଆଦି ପୁସ୍ତକ 47:13

ସହେି ସମୟରେ ଅତିଶଯ ଦୁର୍ଭିକ୍ଷ ହବୋରୁ ସର୍ବଦେଶ ରେ ଖାଦ୍ୟଦ୍ରବ୍ଯର ଅଭାବ ହେଲା। ତହିଁରେ ମିଶର ଦେଶୀଯ ଓ କିଣାନ ଦେଶୀଯ ଲୋକମାନେ ଦୁର୍ଭିକ୍ଷ ଦତେୁ ପ୍ରାଯ ମୂର୍ଚ୍ଛାଗତ ହବୋକୁ ଲାଗିଲେ।

ଆଦି ପୁସ୍ତକ 47:15

ଏହାପରେ ମିଶର ଦେଶ ରେ ଓ କିଣାନ ଦେଶ ରେ ରୂପାର ଅଭାବ ହୁଅନ୍ତେ ମିଶ୍ରୀଯ ଲୋକ ସମସ୍ତେ ଯୋଷଫଙ୍କେ ନିକଟକୁ ଆସିଲେ ଏବଂ କହିଲେ, ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରି ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖ ରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।

ଆଦି ପୁସ୍ତକ 47:19

ନିଶ୍ଚିତ ରେ ଆମ୍ଭମାନେେ ତୁମ୍ଭ ସମ୍ମୁଖ ରେ ନିଶ୍ଚିତ ମରିବୁ। କିନ୍ତୁ ଯଦି ତୁମ୍ଭେ ଆମ୍ଭକୁ ଖାଦ୍ୟ ଦିଅ ତବେେ ଆମ୍ଭେ ଆମ୍ଭର ଭୂମି ଫାରୋଙ୍କୁ ଦବେୁ। ଏବଂ ଆମ୍ଭେ ତାଙ୍କର ଦାସ ହବେୁ। ଆମ୍ଭକୁ କିଛି ବିହନ ମଧ୍ଯ ଦିଅନ୍ତୁ। ଆମ୍ଭେ ଗଛ କରି ପାରିବୁ। ଏଥି ରେ ଆମ୍ଭେ ମରି ନୟାଇ ବଞ୍ଚିବୁ। ଏବଂ ଭୂମି ମଧ୍ଯ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଯୋଗଇବ।

Interlinear

Choose Theme