Home Bibles ଆଦି ପୁସ୍ତକ 41:46 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 41:46 · ଓଡ଼ିଆ ବାଇବେଲ

ଯୋଷଫେ ତିରିଷ ବର୍ଷ ବସଯ ରେ ମିଶ୍ରୀଯ ରାଜା ଫାରୋଙ୍କ ଛାମୁ ରେ ଛିଡ଼ା ହାଇେଥିଲେ। ଏହାପରେ ଯୋଷଫେ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।

Cross references

ଆଦି ପୁସ୍ତକ 37:2

ଏହା ହେଉଛି ଯାକୁବ ପରିବାରର ଇତିହାସ।

ଗଣନା ପୁସ୍ତକ 4:3

ତିରିଶ ବର୍ଷଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ, ଯେଉଁମାନେ ସମାଗମ ତମ୍ବୁ ରେ କାର୍ୟ୍ଯ କରିବାକୁ ୟୋଗ୍ଯ ସମାନଙ୍କେୁ ଗଣନା କର।

ପ୍ରଥମ ଶାମୁୟେଲ 16:21

ଏହାପରେ ଦାଉଦ ଶାଉଲଙ୍କ ନିକଟକକ୍ସ୍ଟ ଆସି ତାଙ୍କ ସମ୍ମକ୍ସ୍ଟଖ ରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶଯ ସ୍ନହେ କଲେ, ତହିଁରେ ସେ ତାଙ୍କର ଅସ୍ତ୍ରବାହକ ସାହାୟ୍ଯକାରୀ ହେଲେ।

ଦିତୀୟ ଶାମୁୟେଲ 5:4

ଯେତବେେଳେ ଦାଉଦଙ୍କ ତିରିଷବର୍ଷ ବଯସ ଥିଲା, ସେ ରାଜତ୍ବ କରିବା ଆରମ୍ଭ କଲେ। ସେ ଗ୍ଭଳିଷବର୍ଷ ଧରି ରାଜତ୍ବ କଲେ।

ପ୍ରଥମ ରାଜାବଳୀ 12:6

ଶ ଲୋମନଙ୍କ ଜୀବନ କାଳ ରେ ଯେଉଁ ପ୍ରାଚୀନମାନେ ତାଙ୍କୁ ମନ୍ତ୍ରଣା ଦେଉଥିଲେ, ରିହବିଯାମ ସହେି ପ୍ରାଚୀନମାନଙ୍କୁ ପରାମର୍ଶ ଦବୋକୁ କହିଲେ, ସହେି ଲୋକମାନଙ୍କୁ କି ଉତ୍ତର ଦବେି ମାେତେ ମନ୍ତ୍ରଣା ଦିଅ।

ପ୍ରଥମ ରାଜାବଳୀ 12:8

କିନ୍ତୁ ରିହବିଯାମ ସହେି ପ୍ରାଚୀନମାନଙ୍କ ମନ୍ତ୍ରଣା ଗ୍ରହଣ କଲେ ନାହିଁ। ଅପରନ୍ତୁ ୟୁବକମାନଙ୍କ ସହିତ ମନ୍ତ୍ରଣା କଲେ ଯେଉଁମାନେ ତାଙ୍କ ସହିତ ବଢିଥିଲେ ଓ ତାଙ୍କର ସାଂଗ ଓ ଉପଦେଷ୍ଟା ଥିଲେ। ସେ ସମାନଙ୍କେର ମନ୍ତ୍ରଣା ଗ୍ରହଣ କଲେ।

ହିତୋପଦେଶ 22:29

ଯଦି ଜଣେ ଲୋକ ତା'ର କାର୍ୟ୍ଯ ରେ ନିପୁଣ ଓ ତତ୍ପର। ତବେେ ସେ ରାଜାଙ୍କର ସବୋ କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସବୋ କରିବ ନାହିଁ।

ଦାନିଏଲ 1:4

ରାଜା ଯିହାୟୋଦାରକୀମ୍ ଚାହିଁଲେ ସ୍ବାସ୍ଥ୍ଯବାନ୍, ସୁନ୍ଦର ଯୋଗ୍ଯ ଏବଂ ଜ୍ଞାନୀ ୟିହୁଦି ବାଳକମାନେ ଯେଉଁମାନେ ରାଜକୀଯ ସ୍ଥାନ ରେ ଠିଆ ହବୋକୁ ଯୋଗ୍ଯ ଥିଲେ ଏବଂ ଅସ୍ପନସ୍ ନଫୁସକାଧିପତି ଭାଷା ଏବଂ କଲଦୀଯ ଲୋକମାନଙ୍କର ଲଖାେ ଶିଖାଇବାକୁ ପଚାରିଲେ।

ଦାନିଏଲ 1:19

ରାଜା ସମାନଙ୍କେ ସହିତ ଆଳାପ କଲେ। ଆଉ ସେ ସମସ୍ତଙ୍କ ମଧିଅରେ ଦାନିୟେଲ, ହନାନିଯ, ମୀଶାଯଲେ ଓ ଅସରିଯ ଅଧିକ ଦକ୍ଷ ଜଣା ଗଲେ। ତେଣୁ ସମାନେେ ରାଜାଙ୍କର ଦାସ ହେଲେ।

ଲୂକଲିଖିତ ସୁସମାଚାର 3:23

ଯୀଶୁ ଉପଦେଶ ପ୍ରଦାନ କାର୍ୟ୍ଯ ଆରମ୍ଭ କରିବା ବଳକେୁ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହାଇେଥିଲା। ଲୋକଙ୍କ ଧାରଣା ଅନୁସାରେ ଯୀଶୁ ୟୋ ସଫଙ୍କେ ପୁତ୍ର।

ଲୂକଲିଖିତ ସୁସମାଚାର 21:36

ତେଣୁ ସଦା ବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସଗେୁଡିକ ମଧ୍ଯଦଇେ ନିରାପଦ ରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭମାନେେ ଆତ୍ମାବିଶ୍ବାସର ସହିତ ମନୁଷ୍ଯପୁତ୍ରଙ୍କ ଆଗ ରେ ଠିଆ ହାଇେ ପାରିବା ପାଇଁ ପ୍ରାର୍ଥନା କରା

ଯିହୂଦାଙ୍କ ପତ୍ର 1:24

ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।

Interlinear

Choose Theme