Home Bibles ଆଦି ପୁସ୍ତକ 41:52 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 41:52 · ଓଡ଼ିଆ ବାଇବେଲ

ଯୋଷଫେ ତାଙ୍କର ଦ୍ବିତୀୟ ପୁତ୍ରରନାମ ଦେଲେ ଇଫ୍ରଯିମ କାରଣ ସେ କହିଲେ, ମାହେର ଦୁଃଖ ଭୋଗର ଦେଶ ରେ ପରମେଶ୍ବର ମାେତେ ଫଳବାନ କରି ଅଛନ୍ତି।

Cross references

ଆଦି ପୁସ୍ତକ 17:6

ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହବେେ।

ଆଦି ପୁସ୍ତକ 28:3

ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।

ଆଦି ପୁସ୍ତକ 29:32

ଲୟୋ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବନ୍େ ଦେଲେ। ଲୟୋ ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, ସଦାପ୍ରଭୁ ମାରେ ଦୁଃଖ ଦେଖି ଅଛନ୍ତି। ମାରେ ସ୍ବାମୀ ମାେତେ ଭଲ ପାଇବେ।

ଆଦି ପୁସ୍ତକ 30:6

ରାହେଲ କହିଲା, ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି, ମାେତେ ଏକ ପୁତ୍ର ସନ୍ତାନ ଦବୋ ପାଇଁ ସେ ନିଷ୍ପତ୍ତି ନେଲେ। ତେଣୁ ରାହେଲ ତା'ର ନାମ ରଖିଲେ ଦାନ।

ଆଦି ପୁସ୍ତକ 48:5

ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶର ରେ ମାରେ ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରଯିମ ଓ ମନଃଶି ମାେ ନିଜର ପୁତ୍ର ପରି। ସମାନେେ ରୂବନେ ଓ ସିମିଯୋନଙ୍କ ପରି ମାେ ପାଇଁ ଅଟନ୍ତି।

ଆଦି ପୁସ୍ତକ 48:16

ସେ ଦୂତ ଥିଲେ ୟିଏ ମାେତେ ବିପଦରୁ ଉଦ୍ଧାର କରିଛନ୍ତି। ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ। ସମାନେେ ମାେ ନାମ ରେ ମାରେ ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମ ବହନ କରିବେ। ମୁଁ ପ୍ରାର୍ଥନା କରୁଛି, ସମାନେେ ବୃଦ୍ଧି ପାଇବେ ଏବଂ ଦେଶ ସମାନଙ୍କେର ପରିବାର ଦ୍ବାରା ଜନପୂର୍ଣ୍ଣ ହାଇଯେିବ।

ଆଦି ପୁସ୍ତକ 49:22

ଯୋଷଫେ ଫଳଦାଯୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାଯୀ ବୃକ୍ଷର ପଲ୍ଲବ ସ୍ବରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।

ଆଦି ପୁସ୍ତକ 50:23

ଯୋଷଫେ ଇଫ୍ରାଯିର ତୃତୀୟ ପୁରୁଷ ପର୍ୟ୍ଯନ୍ତ ସନ୍ତାନ ସନ୍ତତି ଦେଖିଲେ। ଯୋଷଫେ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।

ଗଣନା ପୁସ୍ତକ 26:28

ଯୋଷଫଙ୍କେ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରଯିମ। ଏମାନେ ପ୍ରେତ୍ୟକକ ଏକ ଏକ ପରିବାରବର୍ଗ ହେଲେ।

ଯିହୋଶୂୟ 14:4

ବରଟି ବଂଶଧରଙ୍କକ୍ସ୍ଟ ସମାନଙ୍କେର ଭୂମିର ଅଧିକାର ଦଇେଥିଲେ। ଯୋଷଫେର ପକ୍ସ୍ଟତ୍ରଗଣ ଦକ୍ସ୍ଟଇଟି ବଂଶ ରେ ବିଭକ୍ତ ହେଲେ। ସମାନେେ ହେଲେ, ମନଃଶି ଓ ଇଫ୍ରଯିମ। ଏବଂ ପ୍ରେତ୍ୟକକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲବେୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସମାନଙ୍କେୁ କବଳେ ଏକ େଛାଟ ସହର ବାସ କରିବା ପାଇଁ ଅଧିକାର ଦିଆ ୟାଇଥିଲା। ସହେି ସହର ଗକ୍ସ୍ଟଡିକ ହେଲା, ପ୍ରେତ୍ୟକକ ପରିବାରବର୍ଗର ଦେଶ, ସମାନଙ୍କେର ପଶକ୍ସ୍ଟମାନେ ଚରିବା ପାଇଁ କିଛି ପଡିଆ ଦିଆୟାଇଥିଲା।

ଯିହୋଶୂୟ 16:4

ଏହିପରି ଯୋଷଫେର ସନ୍ତାନ ମନଃଶି ଏବଂ ଇଫ୍ରଯିମ ତାଙ୍କର ନିଜ ନିଜ ଅଧିକାର ପାଇଲେ। ଇଫ୍ରଯିମ ଓ ମନଃଶି ଯୋଷଫଙ୍କେର ସନ୍ତାନ ଥିଲେ।

ଯିହୋଶୂୟ 17:1

ଏହାପରେ ମନଃଶି ପରିବାରବର୍ଗର ଲୋକମାନେ ଭୂମିର ଅଧିକାରୀ ହେଲେ। ମନଃଶି ଥିଲେ ଯୋଷଫଙ୍କେର ପ୍ରଥମ ପକ୍ସ୍ଟତ୍ର। ମନଃଶିଙ୍କର ପ୍ରଥମ ପକ୍ସ୍ଟତ୍ର ମାଖୀର ଗିଲିଯଦର ପିତା ଥିଲା। ମାଖୀର ଥିଲେ ଜଣେ ଯୋଦ୍ଧା ସୈନିକ। ତେଣୁ ଗିଲିଯଦ ଏବଂ ବାଶନର ସମସ୍ତ ଭୂମି ତାଙ୍କୁ ଓ ତାଙ୍କର ଉତ୍ତରାଧିକାରୀମାନଙ୍କୁ ଦିଆଗଲା।

ଗୀତସଂହିତା 105:17

ସଦାପ୍ରଭୁ ସମାନଙ୍କେ ଆଗରେ ୟୋଷଫେ ନାମକ ଏକ ବ୍ଯକ୍ତିକୁ ମିଶରକୁ ପଠାଇଥିଲେ। ୟୋଷଫେ ଦାସପରି ବିକ୍ରୀ ହାଇେଥିଲା।

ଯିଶାଇୟ 40:1

ତୁମ୍ଭର ପରମେଶ୍ବର ଏହା କୁହନ୍ତି, ମାେ ଲୋକମାନଙ୍କୁ ସାନ୍ତ୍ବନା ଦିଅ, ସାନ୍ତ୍ବନା ଦିଅ।

ଆମୋଷ 6:6

ତୁମ୍ଭେ ଦ୍ରାକ୍ଷାରସ ସୁନ୍ଦର ପାତ୍ର ରେ ପାନ କରୁଛ। ଆଉ ମଧ୍ଯ ସୁନ୍ଦର ସୁବାସିତ ପଦାର୍ଥ ବ୍ଯବହାର କରୁଛ। କିନ୍ତୁ ଯୋଷଫେର ପରିବାର ଧ୍ବଂସ ପାଉଛନ୍ତି ସେଥିପାଇଁ ଟିକିଏ ହେଲେ ଦୁଃଖ କରୁନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:10

ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରି ଦେଲେ।

Interlinear

Choose Theme