ଯଦି ତୁମ୍ଭମାନେେ ବାସ୍ତବ ରେ ବିଶ୍ବାସୀ ଲୋକ, ତବେେ ତୁମ୍ଭ ଭାଇମାନଙ୍କ ମଧ୍ଯରୁ କହେି ଜଣେ କାରାଗାର ରେ ରହୁ। ଏବଂ ଅନ୍ୟ ସମସ୍ତେ ଶସ୍ଯ ନଇେ ତୁମ୍ଭ ଲୋକମାନଙ୍କ ପାଇଁ ନଇେ ୟାଇପାର।
Cross references
ରକ୍ଷକ ସୈନ୍ଯାଧିପତିର ଯେଉଁ ବନ୍ଦୀ ଗୃହ ରେ ଯୋଷଫେ ବନ୍ଦୀ ଥିଲେ। ସହେିଠା ରେ ସମାନଙ୍କେୁ ବନ୍ଦୀ କରି ରଖିଲେ।
ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷଫେ ସବୁ ସ୍ଥାନ ରେ ଗୋଲା ଫିଟାଇ ମିସ୍ରୀଯମାନଙ୍କୁ ଶସ୍ଯ ବିକିବାକୁ ଲାଗିଲେ। ତଥାପି ମିଶର ରେ ଦୁର୍ଭିକ୍ଷ ପ୍ରବଳ ହେଲା।
ଯାକୁବ ଶୁଣିଲେ ଯେ, ମିଶର ରେ ପ୍ରଚୁର ଖାଦ୍ୟ ଶସ୍ଯ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, କିଛି ନକରି କାହିଁକି ତୁମ୍ଭେ ଅଳସୁଆ ହାଇେ ବସୁଛ?
ତେଣୁ ତା'ର ଭାଇମାନେ ସହେି ଗଧମାନଙ୍କ ପିଠି ରେ ଶସ୍ଯ ଲଦି ସହେି ସ୍ଥାନ ପରିତ୍ଯାଗ କଲେ।
ଏହି ସମୟରେ ସେ ଦେଶ ରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା।
ପୁଣି ଯୋଷଫେ ତାଙ୍କର ପିତାଙ୍କ ନିମନ୍ତେ ମିଶର ଦେଶର ଉତ୍ତମ ଦ୍ରବ୍ଯ ରେ ନଦା ଦଶଗଧ ଓ ପିତାଙ୍କ ପାଥଯେ ନିମନ୍ତେ ଶସ୍ଯ ଓ ରୋଟି ଆଦି ଭକ୍ଷ୍ଯ ଦ୍ରବ୍ଯ ରେ ନଦା ଦଶ ଗର୍ଦ୍ଧଭୀ ପାଠାଇଲେ।
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।
ଏହି ଲୋକମାନଙ୍କୁ ଦେଖ। ସମାନେେ ଅପହୃତ ଓ ଲୁଣ୍ଠିତ। ସମାନେେ ଗର୍ଭ ରେ ପାଶବଦ୍ଧ ଓ କାରାଗାର ରେ ଲୁଚା ୟାଇଛନ୍ତି। ସମାନଙ୍କେର ଧନ ଲୁଣ୍ଠିତ ହାଇେଛି। ସମାନଙ୍କେୁ ଉଦ୍ଧାର କରିବାକୁ କହେି ନାହାଁନ୍ତି। ସମାନଙ୍କେର ଲୁଣ୍ଠିତ ଦ୍ରବ୍ଯକୁ ଫରୋଇ ଦବୋ' ପାଇଁ କହିବାକୁ ମଧ୍ଯ କହେି ନାହିଁ।
ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।