Home Bibles ଆଦି ପୁସ୍ତକ 42:28 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 42:28 · ଓଡ଼ିଆ ବାଇବେଲ

ସେ ତା'ର ଅନ୍ୟ ଭାଇମାନଙ୍କୁ ସେ ସବୁ କହିଲା, ଦେଖ, ମୁଁ ଯେଉଁ ଅର୍ଥ ଶସ୍ଯ ପାଇଁ ଦଇେଥିଲି, ତାହା ଏଠା ରେ ଅଛି। କହେି ଲୋକ ମାେ ପଟ ରେ (ଥଳି ରେ) ସହେି ଅର୍ଥ ପୁରାଇ ଦଇେଛି। ତା'ର ସମସ୍ତ ଭାଇମାନେ ଭୟ କରିଗଲେ। ସମାନେେ ପରସ୍ପର କୁହା କୁହି ହେଲେ, ପରମେଶ୍ବର ଆମ୍ଭମାନଙ୍କ ପାଇଁ କ'ଣ କରୁଛନ୍ତି?

Cross references

ଆଦି ପୁସ୍ତକ 27:33

ଏହାପରେ ଇସ୍ହାକ ବହୁତ ବ୍ଯସ୍ତ ହେଲେ ଏବଂ କହିଲେ, ତବେେ ସିଏ କିଏ ଥିଲା। ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶିର୍ବାଦ କଲି। ବର୍ତ୍ତମାନ ମାରେଆଶୀର୍ବାଦ ଫରୋଇବା ପାଇଁ ଡ଼ରେି ହାଇେଛି।

ଆଦି ପୁସ୍ତକ 42:36

ଯାକୁବ ସମାନଙ୍କେୁ କହିଲେ, ତୁମ୍ଭେ କ'ଣ ଭାବୁଛ ମୁଁ ମାରେସମସ୍ତ ପିଲାମାନଙ୍କୁ ହରାଇବି? ଯୋଷଫେ ଗଲା,ଶିମିଯୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ଯାମୀନକୁ ନବୋ ପାଇଁ ଚାହୁଁଛ।

ଆଦି ପୁସ୍ତକ 43:23

କିନ୍ତୁ ଦାସ ଉତ୍ତର ଦେଲେ, ଭୟ କରନାହିଁ। ମାେତେ ବିଶ୍ବାସ କର। ତୁମ୍ଭର ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର ଉପହାର ସ୍ବରୂପ ତୁମ୍ଭ ପଟ ରେ ପୁରା ୟାଇଥିଲା। ମାରେ ମନେ ଅଛି ତୁମ୍ଭେ ସହେି ଟଙ୍କା ଗତ ଥର ମାେତେ ଶସ୍ଯ କିଣିବା ସମୟରେ ଦଇେଥିଲ।

ଲେବୀୟ ପୁସ୍ତକ 26:36

ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ ସମାନେେ ଶତୃମାନଙ୍କ ଦେଶ ରେ ସାହସିକତା ହରାଇବେ। ସମାନେେ ପତ୍ରଝଡାର ଶଦ୍ଦ ଶୁଣିଲେ ମଧ୍ଯ ଦୌଡି ପଳାଇବେ। ପୁଣି ଖଡ୍ଗଧାରରୁ ପକାଇଲା ଲୋକପରି ସମାନେେ ଦୌଡିବେ ଓ କହେି ସମାନଙ୍କେୁ ନ ଗୋଡ଼ାଇଲେ ହେଁ ସମାନେେ ପତିତ ହବେେ।

ଦିତୀୟ ବିବରଣ 28:65

ତୁମ୍ଭମାନେେ ସହେି ଗୋଷ୍ଠୀଯମାନଙ୍କ ମଧିଅରେ କିଛି ଶାନ୍ତି ପାଇବ ନାହିଁ ଓ ସଠାେରେ ତକ୍ସ୍ଟମ୍ଭ ପାଦର କିଛି ବିଶ୍ରାମ ହବେ ନାହିଁ। ସଦାପ୍ରଭୁ ତୁମ୍ଭର ମନକକ୍ସ୍ଟ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗକ୍ସ୍ଟଡିକ ଆଙ୍କାକ୍ଷା ରେ ଅବସନ୍ନ କରି ଦବେେ ଏବଂ ସେ ତୁମ୍ଭକୁ ଦକ୍ସ୍ଟଃଖ ପୂର୍ଣ୍ଣ କରିବେ।

ପ୍ରଥମ ରାଜାବଳୀ 10:5

ରାଣୀ ରାଜାଙ୍କର ଟବୁଲ ରେ ଭିନ୍ନ ଖାଦ୍ୟଦ୍ରବ୍ଯ, ରାଜାଙ୍କର ଅଧିକାରୀଗଣ, ସମାନଙ୍କେର ସବୋ, ସମାନଙ୍କେ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିର ରେ ରାଜା ଉତ୍ସର୍ଗ କରିଥିବା ନବୈେଦ୍ଯ ଦେଖି 'ସ୍ତମ୍ଭିଭୁତ ହାଇଗେଲେ।'

ଗୀତସଂହିତା 61:2

ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।

ପରମଗୀତ 5:6

ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇଲି। ମାତ୍ର ମାହେର ପ୍ରିଯତମ ସେ ସ୍ଥାନରୁ ଚାଲି ୟାଇଥିଲେ। ମାରେ ଆତ୍ମା ମାେତେ ଛାଡ଼ିଗଲା, ଯେତବେେଳେ ସେ କହିଲେ। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ। ମୁଁ ତାହାଙ୍କୁ ଡ଼ାକିଲି, ମାତ୍ର ସେ ମାେତେ ଉତ୍ତର ଦେଲେ ନାହିଁ।

ଯିଶାଇୟ 45:7

ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିରିମିୟଙ୍କ ବିଳାପ 2:17

ସଦାପ୍ରଭୁ ଯାହା ସଙ୍କଳ୍ପ କରିଥିଲେ, ତାହା ସିଦ୍ଧ କରିଅଛନ୍ତି। ସେ ବହୁକାଳ ପୂର୍ବେ ଯାହା ଆଜ୍ଞା କରିଥିଲେ, ସହେି ବାକ୍ଯ ସଫଳ କରିଅଛନ୍ତି। ସେ ନିପାତ କରିଅଛନ୍ତି ଓ ଦୟା କରି ନାହାଁନ୍ତି। ଆଉ ସେ ଶତ୍ରୁକୁ ତୁମ୍ଭ ଉପ ରେ ଆନନ୍ଦ କରିବାକୁ ଦଇେଅଛନ୍ତି ଓ ସେ ତୁମ୍ଭ ବିପକ୍ଷ ରେ ସମାନଙ୍କେୁ ଉନ୍ନତ କରିଅଛନ୍ତି।

ଯିରିମିୟଙ୍କ ବିଳାପ 3:37

ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ।

ଆମୋଷ 3:6

ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।

ଲୂକଲିଖିତ ସୁସମାଚାର 21:26

ସଂସାରକୁ ମାଡି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟ ରେ ମୂର୍ଚ୍ଛିତ ହାଇଯେିବେ। ଆକାଶ ମଣ୍ଡଳର ପ୍ରେତ୍ୟକକ ବିଷୟ ବଦଳି ୟିବ।

Interlinear

Choose Theme