ଆଦି ପୁସ୍ତକ 42:3 · ଓଡ଼ିଆ ବାଇବେଲ
ତେଣୁ ଯୋଷଫେର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶଷ୍ଯ କିଣିବା ପାଇଁ।
Cross references
ଆଦି ପୁସ୍ତକ 42:5
କିଣାନୀଯ ଦେଶ ରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣିନୀଯ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶଷ୍ଯ କିଣିବାକୁ ଗଲେ। ସମାନଙ୍କେ ମଧିଅରେ ଯାକୁବର ପୁତ୍ରମାନେ ମଧ୍ଯ ଥିଲେ।
ଆଦି ପୁସ୍ତକ 42:13
ଏବଂ ଭାଇମାନେ କହିଲେ, ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାରଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ୍। ଆମ୍ଭର ସାନଭାଇ ଆମ୍ଭର ଗୃହ ରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିୟାଇଛି। ଆମ୍ଭମାନେେ ତୁମ୍ଭ ନିକଟରେ ଦାସତୁଲ୍ଯ। ଆମ୍ଭମାନେେ କିଣାନୀଯ ଦେଶରୁ ଆସିଅଛୁ।