ଆଦି ପୁସ୍ତକ 42:7 · ଓଡ଼ିଆ ବାଇବେଲ
ଯୋଷଫେ ସମାନଙ୍କେର ଭାଇମାନଙ୍କୁ ଦେଖିଲେ। ଯୋଷଫେ ସମାନଙ୍କେୁ ଚିହ୍ନି ପାରିଲେ ନାହିଁ। କିନ୍ତୁ ସମାନଙ୍କେୁ ନ ଚିହ୍ନିଲାପରି ଅଭିନଯ କଲେ। ଯୋଷଫେ ସମାନଙ୍କେୁ ମଧ୍ଯ ରୁକ୍ଷ ବ୍ଯବହାର କଲେ। ଯୋଷଫେ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁଠାରୁ ଆସିଛ?
Cross references
ଆଦି ପୁସ୍ତକ 42:9
ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।
ଆଦି ପୁସ୍ତକ 42:14
କିନ୍ତୁ ଯୋଷଫେ ସମାନଙ୍କେୁ କହିଲେ, ନା ମୁଁ ଜାଣି ପାରୁଛି ତୁମ୍ଭମାନେେ ଚର।
ଆଦି ପୁସ୍ତକ 42:19
ଯଦି ତୁମ୍ଭମାନେେ ବାସ୍ତବ ରେ ବିଶ୍ବାସୀ ଲୋକ, ତବେେ ତୁମ୍ଭ ଭାଇମାନଙ୍କ ମଧ୍ଯରୁ କହେି ଜଣେ କାରାଗାର ରେ ରହୁ। ଏବଂ ଅନ୍ୟ ସମସ୍ତେ ଶସ୍ଯ ନଇେ ତୁମ୍ଭ ଲୋକମାନଙ୍କ ପାଇଁ ନଇେ ୟାଇପାର।
ଆଦି ପୁସ୍ତକ 42:30
ସମାନେେ କହିଲେ, ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ଯବହାର କଲେ। ସେ ଭାବିଲେ ଆମ୍ଭମାନେେ ଚର।
ମାଥିଉଲିଖିତ ସୁସମାଚାର 15:23
ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, ସେ ଆମ୍ଭ ପେଛ ପେଛ ପାଟି କରି ଆସୁଛି। ତାକୁ ଚାଲି ୟିବାକୁ କହି ଦିଅନ୍ତୁ।