Home Bibles ଆଦି ପୁସ୍ତକ 43:25 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 43:25 · ଓଡ଼ିଆ ବାଇବେଲ

ଭାଇମାନେ ଶୁଣିବାକୁ ପାଇଲେ ଯେ ସମାନେେ ଯୋଷଫଙ୍କେ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସମାନେେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।

Cross references

ଆଦି ପୁସ୍ତକ 43:11

ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।

ଆଦି ପୁସ୍ତକ 43:16

ଯୋଷଫେ ସମାନଙ୍କେ ସହିତ ବିନ୍ଯାମୀନକୁ ଦେଖିଲେ। ଯୋଷଫେ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ସହେି ଲୋକମାନଙ୍କୁ ମାରେ ଗୃହକୁ ପାଛୋଟି ଆଣ। ଏବଂ ଏକ ପଶୁମାରି ତାହାକୁ ରାନ୍ଧ। ସହେି ଲୋକମାନେ ଆଜି ମାେ ସହିତ ମଧ୍ଯାନ୍ନ ଭୋଜନ କରିବେ।

Interlinear

Choose Theme