ସାନ ଭାଇର ପଟ ରେ ତା'ର ଟଙ୍କା ତକ ଭର୍ତ୍ତି କର। କିନ୍ତୁ ତା'ର ପଟ ରେ ମାରେ ରୂପାତାଟିଆ ରଖ। ଯୋଷଫେ ସମାନଙ୍କେୁ ଯେପରି କହିଲେ ଦାସମାନେ ଠିକ୍ ସହେିପରି କଲେ।
Cross references
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ଯତାର ପ୍ରମାଣ ଦଖାେଅ। ଫାରୋଙ୍କ ନାମ ରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନା ଆସିବା ପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କୁ ୟିବାକୁ ଦବେି ନାହିଁ।
କିନ୍ତୁ ତୁମ୍ଭେ ତୁମ୍ଭର ସାନ ଭାଇକୁ ମାେ ପାଖକୁ ନଇେ ଆସିବ। ତବେେ ମୁଁ ଜାଣିବି ତୁମ୍ଭମାନେେ ସତ କହୁଛ ଏବଂ ତୁମ୍ଭମାନେେ ଆଉ ମରିବ ନାହିଁ।
ଯୋଷଫେ ତାଙ୍କର ଦାସମାନଙ୍କୁ ନିର୍ଦ୍ଦେଶ ଦେଲେ, ସମାନଙ୍କେର ବ୍ଯାଗ୍ଗୁଡ଼ିକୁ ଶସ୍ଯ ରେ ଭରପୁର କରିବା ପାଇଁ। ତା'ର ଭାଇମାନେ ସହେି ଶସ୍ଯ ପାଇଁ ତାଙ୍କୁ ଅର୍ଥ ଦେଲେ। କିନ୍ତୁ ଯୋଷଫେ ସହେି ଅର୍ଥ ନେଲେ ନାହିଁ। ସେ ସମାନଙ୍କେର ଅର୍ଥ ସହେି ବ୍ଯାଗ ମଧିଅରେ ପୁରାଇ ଦେଲେ। ଏହାପରେ ଯୋଷଫେ ତାଙ୍କର ଫରେିବା ପାଇଁ ବ୍ଯବହାର ଦ୍ରବ୍ଯ ମଧ୍ଯ ତାଙ୍କୁ ଦେଲେ।
ଯୋଷଫେର ଦାସମାନେ ଯୋଷଫଙ୍କେ ପାଇଁ ଏକ ଟବେୁଲ, ଏକ ଟବେୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟବେୁଲ ମିଶ୍ରୀଯମାନଙ୍କ ପାଇଁ ଯେଉଁମାନେ ସମାନଙ୍କେ ସହିତ ବସି ଖାଇଲେ। କାରଣ ଏବ୍ରୀଯମାନଙ୍କ ସହିତ ଭୋଜନ କରିବା ମିଶ୍ରୀଯମାନଙ୍କର ପ୍ରଥା ନଥିଲା। ମିଶ୍ରୀଯମାନେ ଏବ୍ରୀଯମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବଚେିତ ହୁଏ।
ଯୋଷଫଙ୍କେ ଦାସ ସହେି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ବଯ ରେ ସାନର ପଟ ଦେଖିଲେ। ଶଷେ ରେ ବିନ୍ଯାମୀନର ପଟରୁ ସହେି ପାତ୍ରଟିକୁ ପାଇଲେ।
ଆଉ ତୁମ୍ଭମାନେେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଚାଳିଶ ବର୍ଷ ପ୍ରାନ୍ତର ମଧିଅରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନବୋ ପାଇଁ ତୁମ୍ଭମାନେେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।
ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।
ସହେି ଲୋକମାନଙ୍କର କଥା ଶକ୍ସ୍ଟଣି ନାହିଁ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ ରମେ କରି ଅଛକି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।