Home Bibles ଆଦି ପୁସ୍ତକ 44:31 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 44:31 · ଓଡ଼ିଆ ବାଇବେଲ

ଆମ୍ଭର ପିତା ଏକ ଦୁଃଖି ବୃଦ୍ଧ ଲୋକ, ସେ ଯେତବେେଳେ ଦେଖିବେ ବିନ୍ଯାମୀନ ଆମ୍ଭ ସହିତ ନାହିଁ। ଏବଂ ଏହା ଆମ୍ଭର ଦୋଷ ହବେ। ଆମ୍ଭ ଯୋଗୁଁ ସେ ଦୁଃଖି ମଣିଷ ପରି ମୃତ୍ଯୁବରଣ କରିବେ।

Cross references

ଆଦି ପୁସ୍ତକ 37:26

ତେଣୁ ଯିହୁଦା ତା'ର ଭାଇମାନଙ୍କୁ କହିଲେ, ଯଦି ଆମ୍ଭେ ଆମ୍ଭର ଭାଇକୁ ହତ୍ଯାକରି ଓ ତା'ର ମୃତ୍ଯୁକୁ ଲୁଚାଇଲେ ଆମ୍ଭର ଲାଭ କ'ଣ?

ଆଦି ପୁସ୍ତକ 37:35

ଯାକୁବର ପୁତ୍ର କନ୍ଯାଗଣ ତାଙ୍କୁ ଆରାମ ଦବୋକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ବନା ପାଇବାକୁ ମନାକଲେ। ଯାକୁବ କହିଲେ, ମାରେ ମୃତ୍ଯୁ ପର୍ୟ୍ଯନ୍ତ ମାରେପୁତ୍ର ପାଇଁ ମୁଁ ଦୁଃଖ କରିବି। ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।

ଆଦି ପୁସ୍ତକ 44:29

ଯଦି ତୁମ୍ଭେ ମାରେ ଆର ପୁତ୍ରକୁ ମାେ ଠାରୁ ଦୂ ରଇେ ନିଅ। ଏବଂ ଯଦି ତା'ର କିଛି ହୁଏ, ତବେେ ମୁଁ ଦୁଃଖ ରେ ମରିୟିବି।'

ପ୍ରଥମ ଶାମୁୟେଲ 4:17

ତହକ୍ସ୍ଟଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦଇେ କହିଲା, ଇଶ୍ରାୟେଲ ପଲେଷ୍ଟୀୟମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୌଡି ପଳାଇଲେ। ଇଶ୍ରାୟେଲୀୟ ସୈନ୍ଯବାହିନି ତାଙ୍କର ବହକ୍ସ୍ଟତ ସୈନ୍ଯ ହରାଇଲେ। ତୁମ୍ଭର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନି ଓ ପୀନହସ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ।

ପ୍ରଥମ ଶାମୁୟେଲ 22:22

ଦାଉଦ ଅବିଯାଥରକକ୍ସ୍ଟ କହିଲା, ଇଦୋମୀଯ ଦୋଯଗେ ସଠାେରେ ଉପସ୍ଥିତ ଥିବା ବେଳେ ମୁ ସହେିଦିନ ଜାଣିଥିଲି ଯେ, ସେ ନିଶ୍ଚଯ ଶାଉଲଙ୍କକ୍ସ୍ଟ ଜଣାଇବ, ତକ୍ସ୍ଟମ୍ଭ ପିତୃଗୃହସ୍ଥ ସମସ୍ତଙ୍କକ୍ସ୍ଟ ହତ୍ଯା କରାୟାଇଛି ଏବଂ ମୁ କବଳେ ଜଣେ ସମାନଙ୍କେର ମୃତକ୍ସ୍ଟ୍ଯର ଦାଯୀ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:10

କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13

ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।

Interlinear

Choose Theme