Home Bibles ☰ Books ଆଦି ପୁସ୍ତକ 45:19 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 45:19 · ଓଡ଼ିଆ ବାଇବେଲ

ଏହାପରେ ଫାରୋ କହିଲେ, ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ବାରା ସମାନଙ୍କେର ଭୂମିକୁ ୟାତ୍ରା କରନ୍ତୁ ଏବଂ ସମାନଙ୍କେର ପିତା, ସମାନଙ୍କେର ସ୍ତ୍ରୀମାନଙ୍କୁ ଏବଂ ସମାନଙ୍କେର ପିଲାମାନଙ୍କୁ ଆଣନ୍ତୁ।

Cross references

ଆଦି ପୁସ୍ତକ 31:17

ତେଣୁ ଯାକୁବ ଫରେିୟିବା ପାଇଁ ପ୍ରସ୍ତୁତ ହେଲେ। ତେଣୁ ସେ ତାଙ୍କର ପୁତ୍ରମାନଙ୍କୁ ଓ ସ୍ତ୍ରୀମାନଙ୍କୁ ଓଟ ରେ ବସାଇଲେ।

ଆଦି ପୁସ୍ତକ 45:27

ତା'ପରେ ଯୋଷଫଙ୍କେ ସମସ୍ତ କଥା ସମାନେେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟ ମାନ ଦେଖିଲେ। ଏହାପରେ ଯାକୁବ ଅତ୍ଯନ୍ତ ଆନନ୍ଦି ହେଲେ।

ଆଦି ପୁସ୍ତକ 46:5

ଏହାପରେ ଯାକୁବ ବରେଶବୋ ଛାଡ଼ି ମିଶରକୁ ୟାତ୍ରା କଲେ। ଇଶ୍ରାଯାଲଙ୍କ ପୁତ୍ରମାନେ ତାଙ୍କ ପିତା ଯାକୁବଙ୍କୁ, ତାଙ୍କ ପିଲାମାନଙ୍କୁ ଏବଂ ତାଙ୍କ ସ୍ତ୍ରୀମାନେ ଫାରୋଙ୍କ ଦ୍ବାରା ପ୍ ରରେିତ ଶକଟ ରେ ଆସିଲେ।

ଯିଶାଇୟ 49:1

ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।

ଯିଶାଇୟ 49:23

ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।

Interlinear

Choose Theme