ଯୋଷଫେ ତାଙ୍କର ପ୍ରେତ୍ୟକକ ଭାଇମାନଙ୍କୁ ଗୋଟିଏ ୟୋଡ଼ା ଉତ୍ତମ ବସ୍ତ୍ର ଦେଲେ। ମାତ୍ର ବିନ୍ଯାମୀନକୁ 300 ରେ ୗପ୍ୟ ମୁଦ୍ରା ଓ ଆଞ୍ଚ ୟୋଡ଼ା ସୁକ୍ଷ୍ମ ବସ୍ତ୍ର ଦେଲେ।
Cross references
ଦାସମାନେ ଯୋଷଫଙ୍କେ ଟବେୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥାନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ଯାମୀନକୁ ଅଧିକ ପାଞ୍ଚଥର ପରଷୁଥାନ୍ତି। ସମାନେେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।
ଏହାପରେ ଶାମ୍ଶାେନ୍ ସହେି ତିରିଶ ଜଣ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଏକ ରହସ୍ଯାବୃତ ପ୍ରଶ୍ନ କହିବାକକ୍ସ୍ଟ ଗ୍ଭ ହେଁ। ତୁମ୍ଭମାନେେ ଯବେେ ଏହି ଭୋଜିର ସାତଦିନ ମଧିଅରେ ତହିଁର ଅର୍ଥ ବାହାର କରି ମାେତେ ଜଣାଇବ। ତବେେ ତୁମ୍ଭମାନଙ୍କୁ ମୁ ତିରିଶ ରେଶମବସ୍ତ୍ର ଓ ତିରିଶ ୟୋଡା ପୋଷାକ ଦବେି।
ଶାମ୍ଶାେନ୍ ଏଥି ରେ ବହକ୍ସ୍ଟତ ରାଗିଗଲେ। ତାଙ୍କ ଉପରକକ୍ସ୍ଟ ସଦାପ୍ରଭୁଙ୍କ ଆତ୍ମା ବହକ୍ସ୍ଟତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକକ୍ସ୍ଟ ୟାଇ ସଠାେରେ ତିରିଶ ଜଣଙ୍କକ୍ସ୍ଟ ହତ୍ଯା କଲେ। ସେ ସମାନଙ୍କେର ବସ୍ତ୍ର ନଇେ ପ୍ର ହଳେିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ୟୋଡା ବସ୍ତ୍ର ଦେଲେ। କିନ୍ତୁ ତା'ର କୋରଧ ପ୍ରଜ୍ଜୋଳିତ ହବୋରକ୍ସ୍ଟ, ସେ ଆପଣାର ପିତୃଗୃହକକ୍ସ୍ଟ ଗ୍ଭଲିଗଲେ।
ତା'ପରେ ଅରାମ୍ର ରାଜା କହିଲେ, ବର୍ତ୍ତମାନ ତୁମ୍ଭେ ୟାଅ, ଆଉ ମୁଁ ଇଶ୍ରାୟେଲ ରାଜାଙ୍କ ନିକଟକୁ ଏକ ପତ୍ର ପଠାଇବି।
ଏହାପରେ ଗି ହଜେୀ କହିଲେ, ହଁ, ସବୁ କୁଶଳ। ମାରେ ମହାଶୟ ଇଲୀଶାୟ ମାେତେ ତୁମ୍ଭକୁ କହିବାକୁ ପଠାଇଛନ୍ତି, ' ଦେଖ ଏହିକ୍ଷଣି ଇଫ୍ରଯିମର ପର୍ବତମଯ ଦେଶରୁ ଭବିଷ୍ଯଦ୍ବକ୍ତାମାନଙ୍କ ପୁତ୍ରଗଣ ମଧ୍ଯରୁ ଦୁଇଜଣ ୟୁବକ ଆସିଲେ, ମୁଁ ବିନଯ କରୁଛି ସମାନଙ୍କେୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।
ତା'ପରେ ପ୍ରେତ୍ୟକକ ଆତ୍ମାଙ୍କୁ ଗୋଟିଏ- ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସମାନଙ୍କେୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠା ରେ ଥିବା ସମାନଙ୍କେର ଅନ୍ୟସବୁ ଭାଇମାନଙ୍କୁ ସମାନଙ୍କେ ପରି ହତ୍ଯା କରାୟିବା ପର୍ୟ୍ଯନ୍ତ ଓ ସମାନଙ୍କେ ସମ୍ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ଯାର ସବୁକିଛି ସରିବା ପର୍ୟ୍ଯନ୍ତ ସମାନଙ୍କେୁ ଅପେକ୍ଷା କରିବାକୁ କୁହାଗଲା।