Home Bibles ଆଦି ପୁସ୍ତକ 45:24 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 45:24 · ଓଡ଼ିଆ ବାଇବେଲ

ଏହାପରେ ଯୋଷଫେ ତାଙ୍କର ଭାଇମାନଙ୍କୁ କହିଲେ, ସମାନଙ୍କେର ଘର ରାସ୍ତା ରେ ୟିବାକୁ ଏବଂ ସମାନଙ୍କେୁ ସାବଧାନ କରାଇ କହିଲେ, ସିଧା ଘରକୁ ୟାଅ। ବାଟରେ ଝଗଡ଼ା କର ନାହିଁ।

Cross references

ଆଦି ପୁସ୍ତକ 37:22

କୌଣସି ରକ୍ତପାତ କର ନାହିଁ! ତାକୁ ଏକ ଜଙ୍ଗଲର ଶୁଷ୍କ କୂଅ ରେ ଫିଙ୍ଗି ଦିଅ, କିନ୍ତୁ, ତୁମ୍ଭମାନେେ ନିଜେ ତାକୁ ଆଘାତ କରନାହିଁ। କାରଣ ତାକୁ ନମାରି ପିତାଙ୍କ ନିକଟକୁ ପଠାଇ ଦବୋ ପାଇଁ ରୂବନରେ ଏହି ଯୋଜନା ଥିଲା।

ଆଦି ପୁସ୍ତକ 42:21

ସମାନଙ୍କେ ମଧିଅରେ କଥାବାର୍ତ୍ତା ହେଲେ, ଆମ୍ଭମାନେେ ଆମ୍ଭର ସାନ ଭାଇ ଯୋଷଫେକୁ ହତ୍ଯା କରିଥିବାରୁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ। ଆମ୍ଭମାନେେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁ ରୋଧ କରିଥିଲା। କିନ୍ତୁ ଆମ୍ଭେ ତା'ପ୍ରତି କର୍ଣ୍ଣପାତ କରି ନଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦ ରେ ପଡ଼ିଅଛୁ।

ଗୀତସଂହିତା 133:1

ଏହା କଡ଼େେ ଭଲ ଓ ବଡ଼ ଆନନ୍ଦର କଥା ଯେତବେେଳେ ସବୁ ଭାଇମାନେ ଏକତ୍ର ଜୀବନୟାପନ କରନ୍ତି।

ଯୋହନଲିଖିତ ସୁସମାଚାର 13:34

ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା

ଏଫିସୀୟଙ୍କ ପ୍ରତି ପତ୍ର 4:31

କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:2

ଯଦି ଏଗୁଡ଼ିକ ତୁମ୍ଭଠା ରେ ଅଛି, ତା' ହେଲେ ମାେ ପାଇଁ କିଛି କର ବୋଲି ମୁଁ ଚା ହେଁ, ଏହା ମାେତେ ଅତ୍ଯନ୍ତ ଆନନ୍ଦିତ କରିବ। ମୁଁ ଚା ହେଁ ଯେ ତୁମ୍ଭମାନେେ ଏକମନା ହାଇେ ସମ ବିଷୟ ରେ ବିଶ୍ବାସ ଦ୍ବାରା ସଂୟୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ ରମେଭାବ ରଖ ଏବଂ ଏକ ଆତ୍ମା ରେ ଏବଂ ସମ ଉଦ୍ଦେଶ୍ଯ ରେ ଏକତ୍ର ବାସ କର।

କଲସୀୟଙ୍କ ପ୍ରତି ପତ୍ର 3:12

ପରମେଶ୍ବର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ଅତଏବ ତୁମ୍ଭମାନେେ ସର୍ବଦା ନିମ୍ନୋକ୍ତ କାର୍ୟ୍ଯମାନ କର : ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ର୍ଧୈୟ୍ଯବାନ ହୁଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:13

ତୁମ୍ଭମାନଙ୍କ ମଧିଅରେ କାମ କରୁଥିବା ୟୋଗୁ, ସମାନଙ୍କେୁ ପ୍ ରମେ କର ଓ ସମାନଙ୍କେୁ ବିଶଷେ ସମ୍ମାନ ଦଖାେଅ।

Interlinear

Choose Theme