Home Bibles ଆଦି ପୁସ୍ତକ 45:28 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 45:28 · ଓଡ଼ିଆ ବାଇବେଲ

ଯାକୁବ କହିଲେ, ଏହା ୟଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମାରେ ପୁତ୍ର ଯୋଷଫେ ଏବବେି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ୟିବି।

Cross references

ଆଦି ପୁସ୍ତକ 46:30

ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ଏବେ ମୁଁ ଶାନ୍ତି ରେ ମରି ପାରିବି। ମୁଁ ତୁମ୍ଭର ଦର୍ଶନ ପାଇଲି ଏବଂ ଜାଣିଲି ଯେ ତୁମ୍ଭେ ଜୀବିତ।

ଲୂକଲିଖିତ ସୁସମାଚାର 2:28

ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନଇେ ପରମେଶ୍ବରଙ୍କ ସ୍ତୁତିଗାନ କରି କହିଲେ:

ଯୋହନଲିଖିତ ସୁସମାଚାର 16:21

ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।

Interlinear

Choose Theme