ଦୁର୍ଭିକ୍ଷ ବର୍ତ୍ତମାନ ଦୁଇବର୍ଷ ଧରି ଚାଲିଛି। ଆହୁରି ଏହିପରି ପାଞ୍ଚବର୍ଷ ହବେ। ଶସ୍ଯ କଅଁଳିବ ନାହିଁ।
Cross references
ଦେଖନ୍ତୁ ସମସ୍ତ ଦେଶ ରେ ସାତବର୍ଷ ମହା ସୁଭିକ୍ଷା ଆସୁଅଛି।
ଏହି ପ୍ରକାର ରେ ଲୋକମାନେ ସେ ଉତ୍ତମ ସାତବର୍ଷ ମଧିଅରେ ଏହି ଖାଦ୍ୟ ସଂଗ୍ରହ କରି ରଖିବ। ଏହି ପ୍ରକାର ଖାଦ୍ୟ ସଂଗ୍ରହ କରି ତୁମ୍ଭ ନିଯନ୍ତ୍ରଣ ରେ ରଖ।
ଏବଂ ଏହାପରେ ସାତବର୍ଷର ଦୁର୍ଭିକ୍ଷ ଆରମ୍ଭ ହେଲା। ଯେଉଁପରି ଭାବେ ଯୋଷଫେ ଆଗରୁ କହିଥିଲେ। ଫସଲ ଉତ୍ପନ୍ନ ହେଲା ନାହିଁ। କୌଣସି ସ୍ଥାନ ମିଶର ରେ ଅବା ଅନ୍ୟ କୌଣସି ଦେଶ ରେ। କିନ୍ତୁ ମିଶର ରେ ଖାଦ୍ୟ ଥିଲା।
ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷଫେ ସବୁ ସ୍ଥାନ ରେ ଗୋଲା ଫିଟାଇ ମିସ୍ରୀଯମାନଙ୍କୁ ଶସ୍ଯ ବିକିବାକୁ ଲାଗିଲେ। ତଥାପି ମିଶର ରେ ଦୁର୍ଭିକ୍ଷ ପ୍ରବଳ ହେଲା।
କିନ୍ତୁ ତା'ପର ବର୍ଷ, ସମାନଙ୍କେ ଦଇେ ଖାଦ୍ୟ ସଂଗ୍ରହ କରିବା ପାଇଁ, ଲୋକମାନଙ୍କ ନିକଟରେ ଆଉ ପଶୁ ନଥିଲା। ତେଣୁ ଲୋକମାନେ ଯୋଷଫଙ୍କେ ନିକଟକୁ ୟାଇ କହିଲେ, ତୁମ୍ଭେ ଜାଣ ଯେ ଆମ୍ଭ ମିକଟ ରେ ଆଉ ରୂପା ନାହିଁ। ଏବଂ ଆମ୍ଭମାନଙ୍କର ସମସ୍ତ ପଶୁ ସମ୍ପଦ ମଧ୍ଯ ମହାଶୟଙ୍କର ହାଇେଅଛି। ଏବେ ମହାଶୟଙ୍କ ସାକ୍ଷାତ ରେ ଆମ୍ଭମାନଙ୍କର ଦହେ ଓ ଭୂମି ବିନା ଆଉ କିଛି ଆମ୍ଭ ନିକଟରେ ନାହିଁ।
ଏହାପରେ ଯୋଷଫେ ପ୍ରଜାମାନଙ୍କୁ କହିଲେ, ଆଜି ପର୍ୟ୍ଯନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ। ଏବେ ଏହି ବିହନ ନଇେ ଭୂମିରେ ବୁଣ।
ତୁମ୍ଭମାନେେ ଛଅଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭମାନେେ ବିଶ୍ରାମ ନବେ। ତୁମ୍ଭମାନେେ ଏପରିକି ଶସ୍ଯ ବୁଣା ଏବଂ ଶସ୍ଯ ଅମଳ ସମୟରେ ଏହି ନିଯମ ପାଳନ କରିବ।
ସହେି ନଗରର ପ୍ରାଚୀନବର୍ଗମାନେ ସହେି ଗାଈକକ୍ସ୍ଟ ଏକ ଜଳ ଉପତ୍ଯାକାକକ୍ସ୍ଟ ନବେେ ଯେଉଁଠା ରେ ଜଳପ୍ଲାବିତ ହେଉଥିବ ଓ ସହେି ସ୍ଥାନ କବେେ ଗ୍ଭଷ କରାୟାଇ ନ ଥିବ କିଅବା କୌଣସି ବୃକ୍ଷ ସଠାେରେ ଲଗାୟାଇ ନ ଥିବ। ଏହାପରେ ସହେି ଉପତ୍ୟକା ରେ ଉକ୍ତ ବାଛକ୍ସ୍ଟରୀଟିର ବକେକକ୍ସ୍ଟ ଭାଙ୍ଗି ଦବେେ।
ଜଣେ ରାଜା ସୈନିକ ହବୋପାଇଁ ତକ୍ସ୍ଟମ୍ଭ ପକ୍ସ୍ଟଅମାନଙ୍କୁ ଆଦେଶ ଦବେ। ସେ କେତକଙ୍କେକ୍ସ୍ଟ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ ଜଣ ଲୋକ ମଧିଅରେ ଅଧିକାରୀ ରୂପେ ନିୟକ୍ସ୍ଟକ୍ତି କରିବ।
ତୁମ୍ଭମାନଙ୍କର ଚାଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଚାଲୁଣି ଓ କୁଲା ରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।