Home Bibles ଆଦି ପୁସ୍ତକ 46:16 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 46:16 · ଓଡ଼ିଆ ବାଇବେଲ

ଗାଦ୍ର ପୁତ୍ରମାନେ ଥିଲେ, ସିଫୋନ୍, ହଗି, ଶୂନୀ ଓ ଇଷବୋନ୍ ଓ ଏହି ଅରୋଜୀ ଅରେଲୀ।

Cross references

ଆଦି ପୁସ୍ତକ 30:11

ଲୟୋ କହିଲା, ମୁଁ ଭାଗ୍ଯବତୀ ତେଣୁ ସେ ତା'ର ନାମ ଦଲୋ ଗାଦ୍।

ଆଦି ପୁସ୍ତକ 35:26

ଗାଦ୍ ଓ ଆଶରେ ଲୟୋର ଦାସୀ ସିଳ୍ପାର ପୁତ୍ରଗଣ।

ଆଦି ପୁସ୍ତକ 49:19

ସୈନ୍ଯଦଳ ଗାଦକୁ ଆକ୍ରମଣ କରିବେ। କିନ୍ତୁ ଗାଦ ସମାନଙ୍କେୁ ପଛରୁ ଆକ୍ରମଣ କରିବ।

ଗଣନା ପୁସ୍ତକ 1:11

ବିଦ୍ଯାମୀନ ପରିବାରବର୍ଗର, ଗିବିୟୋନର ପୁତ୍ର ଅବୀଦାନଣ।

ଗଣନା ପୁସ୍ତକ 1:24

ଗାଦର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

ଗଣନା ପୁସ୍ତକ 26:15

ଗାଦ ପରିବାରବର୍ଗର ଏହି ସନ୍ତାନଗଣ ହେଲେ: ସିଫୋନଠାରୁ ସିଫୋନୀଯ ଗୋଷ୍ଠୀ; ହଗିଠାରୁ ହଗୀଯ ଗୋଷ୍ଠୀ; ଶୂନିଠାରୁ ଶୂନୀଯ ଗୋଷ୍ଠୀ;

ଗଣନା ପୁସ୍ତକ 26:16

ଓଷ୍ତିଠାରୁ ଉଷ୍ଟୀଯ ଗୋଷ୍ଠୀ; ଏରିଠାରୁ ଏରୀଯ ଗୋଷ୍ଠୀ।

ଗଣନା ପୁସ୍ତକ 26:17

ଅରୋଦିଠାରୁ ଅରୋଦୀଯ ଗୋଷ୍ଠୀ; ଅ ରଲିଠାରୁେ ଅ ରେଲୀଯ ଗୋଷ୍ଠୀ;

ଦିତୀୟ ବିବରଣ 33:20

ମାଶାେ ଗାଦଙ୍କ ବିଷଯ ରେ ଏହି ସବୁ କହିଲେ, ପରମେଶ୍ବରଙ୍କର ପ୍ରଶଂସା ଗାନ କର ଯେ ଗାଦ୍ଙ୍କକ୍ସ୍ଟ ବିସ୍ତାର କରିଛନ୍ତି। ଗାଦ୍ ହେଉଛନ୍ତି ସିଂହ ପରି, ସେ ଶାଇେ ରହେ ଓ ଅପେକ୍ଷା କରେ। ଏହାପରେ ଅପେକ୍ଷା କରି ପଶକ୍ସ୍ଟମାନଙ୍କୁ ଚିରି ବିଦିର୍ଣ କରେ।

ପ୍ରଥମ ବଂଶାବଳୀ 2:2

ଦାନ୍, ଯୋଷଫେ, ବିନ୍ଯାମୀନ, ନପ୍ତାଲୀ, ଗାଦ୍ ଓ ଆଶରେ,

ପ୍ରଥମ ବଂଶାବଳୀ 5:11

ଗାଦ୍ଙ୍କ ଗୋଷ୍ଠୀ ରୁବନେୀଯମାନଙ୍କ ନିକଟରେ ବାସ କରୁଥିଲେ। ଏହି ଗାଦୀଯ ଲୋକମାନେ ସଲଖା ସହର ପର୍ୟ୍ଯନ୍ତ ବିସ୍ତୃତ ବାଶନର ଭୂମିରେ ବାସ କରୁଥିଲେ।

Interlinear

Choose Theme