Home Bibles ☰ Books ଆଦି ପୁସ୍ତକ 46:24 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 46:24 · ଓଡ଼ିଆ ବାଇବେଲ

ନପ୍ତାଲିର ପୁତ୍ର ୟହସିଯଲେ, ଗୂନି, ଯେତ୍ସର ଓ ଶିଲମେ ଥିଲେ।

Cross references

ଆଦି ପୁସ୍ତକ 30:7

ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ବୀତୀଯ ପୁତ୍ର ଜନ୍ମ କଲା।

ଆଦି ପୁସ୍ତକ 35:25

ଦାନ ଓ ନପ୍ତାଲି ରାହେଲର ଦାସୀ ବିଲ୍ଲହାର ସନ୍ତାନ।

ଆଦି ପୁସ୍ତକ 49:21

ନପ୍ତାଲି ମନୋହର ଏକ ହରିଣୀ ସ୍ବରୂପ, ସେ ଆନନ୍ଦଦାୟକ ବାକ୍ଯ କହିବ।

ଗଣନା ପୁସ୍ତକ 1:15

ନପ୍ତାଲୀ ପରିବାରବର୍ଗର, ଐନରର ପୁତ୍ର ଅହୀର।

ଗଣନା ପୁସ୍ତକ 1:42

ନପ୍ତାଲି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

ଗଣନା ପୁସ୍ତକ 26:48

ପରିବାରବର୍ଗ ଅନୁସାରେ ନପ୍ତାଲି ପରିବାରଗୁଡିକ ହେଲେ: ୟହସୀଯଲଠାରୁେ ୟହସୀଯଲେୀଯ ଗୋଷ୍ଠୀ; ଗୂନିଠାରୁ ଗୂନୀଯ ଗୋଷ୍ଠୀ।

ଦିତୀୟ ବିବରଣ 33:23

ମାଶାେ ନଲ୍ଗାଲିଙ୍କ ବିଷଯ ରେ ଏହିକଥା କହିଲେ, ନଲ୍ଗାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହବେ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।

ଦିତୀୟ ରାଜାବଳୀ 15:29

ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।

ପ୍ରଥମ ବଂଶାବଳୀ 2:2

ଦାନ୍, ଯୋଷଫେ, ବିନ୍ଯାମୀନ, ନପ୍ତାଲୀ, ଗାଦ୍ ଓ ଆଶରେ,

ପ୍ରଥମ ବଂଶାବଳୀ 7:13

ନପ୍ତାଲୀଙ୍କ ପୁତ୍ରମାନେ ଥିଲେ ୟହସିଯଲେ, ଗୂନି, ଯେତସର ଓ ଶଲ୍ଲୁମ୍।

ପ୍ରଥମ ବଂଶାବଳୀ 12:34

ନପ୍ତଲି ଗୋଷ୍ଠୀ 1,000 କାର୍ୟ୍ଯକାରୀ ଥିଲେ। ସମାନଙ୍କେ ସହିତ 37,000 ଲୋକ ଥିଲେ। ଏହି ଲୋକମାନେ ଢ଼ାଲ ଓ ବର୍ଚ୍ଛାଧାରୀ ଥିଲେ।

Interlinear

Choose Theme