Home Bibles ଆଦି ପୁସ୍ତକ 46:29 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 46:29 · ଓଡ଼ିଆ ବାଇବେଲ

ଯୋଷଫେ ଜାଣିଲେ ଯେ ତାଙ୍କର ପିତା ଇଶ୍ରାୟେଲ ଆସୁଛନ୍ତି। ତେଣୁ ଗୋଶନକୁ ୟାଇ ତାଙ୍କର ପିତାଙ୍କୁ ଦଖାେ କରିବା ପାଇଁ ଯୋଷଫେ ତାଙ୍କର ରଥ ସଜାଡ଼ିଲେ। ଯେତବେେଳେ ଯୋଷଫେ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।

Cross references

ଆଦି ପୁସ୍ତକ 33:4

ସଯଲତଲବଲଳ ଏଲଷୗ ଯାକୁବକୁସଦଖିଲଲସସ ତାଙ୍କୁ ଭଲଟିବା ପାଇଁ ଦୌଡ଼ିଗଲଲ। ଏହାପଲରସସ ତା'ର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲଲ, ପୁଣି ଦୁସହଁ କାନ୍ଦିବାକୁ ଲାଗିଲଲ।

ଆଦି ପୁସ୍ତକ 41:43

ଫାରୋ ଯୋଷଫଙ୍କେୁ ଆପଣା ଦ୍ବିତୀୟ ରଥରେ ଆରୋହଣ କରାଇଲେ। ଆଉ ଲୋକମାନେ ତାଙ୍କର ଆଗେ ଆଗେ, ଯୋଷଫଙ୍କେୁ ପ୍ରଣାମ କର ବୋଲି ଫାରୋ ଲୋକମାନଙ୍କୁ କହିଲେ।

ଆଦି ପୁସ୍ତକ 45:14

ଏହାପରେ ଯୋଷଫେ ବିନ୍ଯାମୀନଙ୍କୁ ଆଲିଙ୍ଗନ କଲେ ଓ ଉଭୟ ଭାଇ ମିଶି କ୍ରନ୍ଦନ କଲେ।

ଆଦି ପୁସ୍ତକ 45:19

ଏହାପରେ ଫାରୋ କହିଲେ, ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ବାରା ସମାନଙ୍କେର ଭୂମିକୁ ୟାତ୍ରା କରନ୍ତୁ ଏବଂ ସମାନଙ୍କେର ପିତା, ସମାନଙ୍କେର ସ୍ତ୍ରୀମାନଙ୍କୁ ଏବଂ ସମାନଙ୍କେର ପିଲାମାନଙ୍କୁ ଆଣନ୍ତୁ।

ଆଦି ପୁସ୍ତକ 45:21

ତେଣୁ ଇଶ୍ରାୟେଲର ପୁତ୍ରମାନେ ସହେିପରି କଲେ। ଫାରୋ କହିବା ଅନୁସାରେ ଯୋଷଫେ ସମାନଙ୍କେୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ୟାତ୍ରା ପାଇଁ ଆବଶ୍ଯକ ଦ୍ରବ୍ଯମାନ ମଧ୍ଯ ଦେଲେ।

ଆଦି ପୁସ୍ତକ 50:9

ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ବାରୋହି ସୈନ୍ଯ ଓ ରଥାରୋହି ସୈନ୍ଯମାନେ ମଧ୍ଯ ଗଲେ।

ଲୂକଲିଖିତ ସୁସମାଚାର 15:20

ତେଣୁ ସେ ସ୍ଥାନ ଛାଡି ତା' ବାପାଙ୍କ ପାଖକୁ ବାହାରିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:37

ସମାନେେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢଇେ ଧରି ଚ଼ମ୍ବନ ଦେଲେ।

Interlinear

Choose Theme