Home Bibles ଆଦି ପୁସ୍ତକ 46:30 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 46:30 · ଓଡ଼ିଆ ବାଇବେଲ

ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ଏବେ ମୁଁ ଶାନ୍ତି ରେ ମରି ପାରିବି। ମୁଁ ତୁମ୍ଭର ଦର୍ଶନ ପାଇଲି ଏବଂ ଜାଣିଲି ଯେ ତୁମ୍ଭେ ଜୀବିତ।

Cross references

ଆଦି ପୁସ୍ତକ 45:28

ଯାକୁବ କହିଲେ, ଏହା ୟଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମାରେ ପୁତ୍ର ଯୋଷଫେ ଏବବେି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ୟିବି।

ଲୂକଲିଖିତ ସୁସମାଚାର 2:29

ପ୍ରଭୁ! ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତି ରେ ମରିବାକୁ ଦିଅ।

Interlinear

Choose Theme