Home Bibles ☰ Books ଆଦି ପୁସ୍ତକ 47:16 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 47:16 · ଓଡ଼ିଆ ବାଇବେଲ

କିନ୍ତୁ ଯୋଷଫେ ଉତ୍ତର ଦେଲେ, ତୁମ୍ଭର ପଇସା ସବୁ ଶଷେ ହବୋରୁ ତୁମ୍ଭର ପଶୁମାନଙ୍କୁ ମାେତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦବେି।

Cross references

ହିତୋପଦେଶ 12:17

ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।

ଦାନିଏଲ 6:5

ଶଷେ ରେ ସହେି ଲୋକମାନେ କହିଲେ, ଆମ୍ଭମାନେ ଦାନିୟେଲଙ୍କ ବିଷଯ ରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ବର ବ୍ଯବସ୍ଥା ସମ୍ବନ୍ଧ ରେ ଦୋଷ ଦେଖିବା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:32

ଏଭଳି କୌଣସି କାମ କର ନାହିଁ, ଯାହା ଦ୍ବାରା ୟିହୁଦୀ ବା ଅଣୟିହୁଦୀ ଲୋକେ ବା ପରମେଶ୍ବରଙ୍କ ମଣ୍ଡଳୀ ବାଧା ପାଇବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:8

ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।

କଲସୀୟଙ୍କ ପ୍ରତି ପତ୍ର 4:5

ଅବିଶ୍ବାସୀ ଲୋକମାନଙ୍କ ସହିତ ବ୍ଯବହାର କଲା ବେଳେ ବୁଦ୍ଧି ସହ ବ୍ଯବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପୟୋଗ କର।

Interlinear

Choose Theme