ଯେତବେେଳେ ଯୋଷଫେ ସଠାେରେ ପହନ୍ଚିଲେ ସେତବେେଳେ କହେିଁ ଜଣେ ୟାକବକୁ କହିଲେ, ତୁମ୍ଭର ପୁତ୍ର ଯୋଷଫେ ତୁମ୍ଭକୁ ଦେଖିବାକୁ ଆସିଛନ୍ତି। ଇଶ୍ରାୟେଲ ବହୁତ ଦୁର୍ବଳ ହାଇେ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣା ରେ ବସିଲେ।
Cross references
କିନ୍ତୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା ଦିଅ, ତାହାକକ୍ସ୍ଟ ସାହାସ ଦିଅ ଓ ତାହାକକ୍ସ୍ଟ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହାଇୟିବେ। ତକ୍ସ୍ଟମ୍ଭମାନେ ଯେଉଁ ଦେଶ ଦେଖିବ। ତାହା ସେ ସମାନଙ୍କେୁ ଅଧିକାର କରାଇବେ।'
ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ଦାଉଦଙ୍କ ପାଖକକ୍ସ୍ଟ ଗଲା। ତାଙ୍କୁ ପରମେଶ୍ବରଙ୍କଠା ରେ ଏକ ଦୃଢ ବିଶ୍ବାସ କରିବା ରେ ସାହାୟ୍ଯ କଲା।
ମୁଁ ମଧ୍ଯ ସହେି ଲୋକମାନଙ୍କୁ ଜଣାଇ ଦଲେି ଯେ, ପରମେଶ୍ବର ମାେ ଉପରେ ଦୟା କରିଛନ୍ତି ଏବଂ ଯାହା ମାେତେ ରାଜା କହିଥିଲେ, ମୁଁ ସମାନଙ୍କେୁ କହିଲି। ତା'ପରେ ସହେି ଲୋକମାନେ ଉତ୍ତର ଦେଲେ, ତବେେ ଗ୍ଭଲ, ବର୍ତ୍ତମାନ ଆମ୍ଭମାନେେ କାର୍ୟ୍ଯ ଆରମ୍ଭ କରିବା। ତେଣୁ ସମାନେେ ନିଜକୁ ଏହି ଉତ୍ତମ କାମ ରେ ନିଯୋଜନ କଲେ।
ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।
ହେ ମାରେ ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମାରେ ବିଶଷେ ରେ ମାରେ ମନ ହୃଷ୍ଟ ହବେ।
ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।