ଯୋଷଫେ ଆପଣା ପିତାଙ୍କୁ କହିଲେ, ଏମାନେ ମାହେର ପୁତ୍ର, ପରମେଶ୍ବର ଏମାନଙ୍କୁ ଏହି ଦେଶ ରେ ମାେତେ ଦଇେଅଛନ୍ତି।
Cross references
ମୁଁ ଯେଉଁ ପିର ଖାଦ୍ୟକୁ ଭଲପାଏ ସହେିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମାେ ପାଇଁ ଆଣ। ତହିଁରେ ମାରେ ମୃତ୍ଯୁ ପୂର୍ବରୁ ତୁମ୍ଭକୁ ଆଶିର୍ବାଦ କରିବି।
ସଦାପ୍ରଭୁ ତୁମ୍ଭକୁ ୟଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।
ଏଷୌ ପିତାଙ୍କର କଥା ଶୁଣିଲା! ସେ ବହୁତ ରାଗିଗଲା ଏବଂ ଚିତ୍କାର କଲା। ସେ ତାଙ୍କ ପିତାଙ୍କୁ କହିଲା, ତବେେ ମାେତେ ଆଶୀର୍ବାଦ କରନ୍ତୁ ପିତା
ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।
ଯାକୁବ ରାହେଲ ଉପରେ କୋରଧ କଲେ। ସେ କହିଲେ, ମୁଁ ପରମେଶ୍ବର ନୁହେଁ। କବଳେ ପରମେଶ୍ବର ହିଁ ତୁମ୍ଭକୁ ସନ୍ତାନ ଦଇେ ପାରିବେ।
ଏଲଷୗ ସ୍ତ୍ରୀ ଓ ପିଲାମାନଙ୍କୁସଦଖିଲଲ,ସସ ପଚାରିଲଲ, ତୁମ୍ଭ ସହିତ ଏହିସଲାକମାଲନ କିଏ?
ଏମାନେ ଇଶ୍ରାୟେଲର ଦ୍ବାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହିକଥା କହି, ଏମାନଙ୍କର ପ୍ରତି ଜଣକୁ ବିଶଷେ ଆଶୀର୍ବାଦ କଲେ।
ମାଶାେ ଏହି ଆଶୀର୍ବାଦମାନ ଦଇେଥିଲେ, ଯେ କି ପରମେଶ୍ବରଙ୍କର ଲୋକ ଇଶ୍ରାୟେଲକକ୍ସ୍ଟ ମଲା ପୂର୍ବରକ୍ସ୍ଟ ଦଇେଥିଲେ।
ତେଣୁ ପ୍ରାଚୀନବର୍ଗ ଏବଂ ଫାଟକ ନିକଟରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ଏହାର ସାକ୍ଷୀ ରହିଲେ। ସମାନେେ କହିଲେ, ରାହେଲ ଓ ଲୟୋପରି ୟିଏ କି ଇଶ୍ରାୟେଲର ଗୃହ ନିର୍ମାଣ କଲେ, ସହେିପରି ସଦାପ୍ରଭୁ ଏହି ସ୍ତ୍ରୀ ଲୋକଟିକକ୍ସ୍ଟ ତୁମ୍ଭର ଗୃହକକ୍ସ୍ଟ ଆଣନ୍ତକ୍ସ୍ଟ। ତୁମ୍ଭେ ଏଫ୍ରାଥା ରେ ଶକ୍ତିଶାଳୀ ଓ ବୈଥଲହମେ ରେ ପ୍ରସିଦ୍ଧ ହକ୍ସ୍ଟଅ।
ଏହାପରେ ସହେି ସମୟରେ ପରବର୍ଷ ହାନ୍ନା ପକ୍ସ୍ଟତ୍ର ପ୍ରସବ କଲା। କାରଣ ମୁ ସଦାପ୍ରଭୁଙ୍କୁ ମାଗିଥିଲି, ସେ ତାହାର ନାମ ଶାମକ୍ସ୍ଟଯଲେ ଡାକିଲା।
ମୁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମାେତେ ମଞ୍ଜକ୍ସ୍ଟର କରିଛନ୍ତି।
ପକ୍ସ୍ଟଣି ଏଲି ଇଲ୍କାନାକକ୍ସ୍ଟ ଓ ତା'ର ସ୍ତ୍ରୀକକ୍ସ୍ଟ ଆଶୀର୍ବାଦ କଲେ ଏବଂ କହିଲେ, ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପକ୍ସ୍ଟତ୍ର ପ୍ରାର୍ଥନା କରୁଥିବା ସ୍ଥାନକକ୍ସ୍ଟ ନିଆ ହେଉ ଏବଂ ତା'ପରେ ସଦାପ୍ରଭୁଙ୍କୁ ଦେଲେ।
ଏମାନେ ସମସ୍ତେ ହମେନଙ୍କର ପୁତ୍ରଗଣ ଥିଲେ। ହମେନ ଦାଉଦଙ୍କ ଭବିଷ୍ଯତବକ୍ତା ଥିଲେ। ପରମେଶ୍ବର ପ୍ରତିଜ୍ଞା କରିଥିଲେ ଯେ, ସେ ହମେନଙ୍କୁ ବଳବାନ କରିବେ। ତେଣୁ ହମେନଙ୍କର ଅନକେ ପୁତ୍ର ଜାତ ହେଲେ। ପରମେଶ୍ବର ହମେନଙ୍କୁ ଚଉଦ ପୁତ୍ର ଓ ତିନି କନ୍ଯା ଦେଲେ।
ଓବେଦ୍-ଇଦୋମ ଓ ତାଙ୍କର ପୁତ୍ରଗଣ ; ଓବେଦ୍-ଇଦୋମଙ୍କର ଜେଷ୍ଠ ପୁତ୍ର ଥିଲେ ଶମଯିଯ। ୟିହୋଷାବଦ୍ ତାଙ୍କର ଦ୍ବିତୀୟ ପୁତ୍ର ଥିଲେ। ୟୋଯାଦ ତାଙ୍କର ତୃତୀୟ ପୁତ୍ର ଥିଲେ। ସାଖାର୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ନଥନଲେ ତାଙ୍କର ପଞ୍ଚମ ପୁତ୍ର ଥିଲେ।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'
ସଦାପ୍ରଭୁଙ୍କଠା ରେ ଆସକ୍ତ ବିଦେଶୀ ନ କହୁ ଯେ ସଦାପ୍ରଭୁ ମାେତେ ଆପଣା ଲୋକଠାରୁ ନିଶ୍ଚଯ ପୃଥକ୍ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହାଇପୋରିବି ନାହିଁ।'
ବିଶ୍ବାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷଫଙ୍କେ ପ୍ରେତ୍ୟକକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ବରଙ୍କୁ ଉପାସନା କଲେ।