ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।
Cross references
ଲୟୋ କହିଲା, ମୁଁ ସ୍ବାମୀ ପାଇଁ ଆପଣା ଦାସୀକୁ ଦଇେଥିଲି, ପରମେଶ୍ବର ତାହାର ବର୍ତ୍ତନ ମାେତେ ଦଇେଛନ୍ତି। ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲା।
ମାଶାେ ସବୂଲୂନ୍ଙ୍କ ବିଷଯ ରେ ଏହିକଥା କହିଲେ, ହେ ସବୂଲୂନ୍, ଯେତବେେଳେ ତୁମ୍ଭେ ବାହାରକକ୍ସ୍ଟ ଯାଉଛ, ଖକ୍ସ୍ଟସି ହକ୍ସ୍ଟଅ। ଇଷାଖର ତୁମ୍ଭେ ଆପଣା ତମ୍ବୁ ରେ ଆନନ୍ଦିତ ହକ୍ସ୍ଟଅ।
ଭୂମିର ଚତକ୍ସ୍ଟର୍ଥ ଅଂଶ ଇଷାଖର ପରିବାରବର୍ଗକକ୍ସ୍ଟ ଦିଆଗଲା। ପ୍ରେତ୍ୟକକ ପରିବାର ସେଥିରକ୍ସ୍ଟ ଭାଗ ପାଇଲେ।
ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗ ରେ ଥିଲେ। ଇଷାଖର ଯମେିତି ବାରକ୍ ମଧ୍ଯ ସମେିତି ଥିଲା। ସମାନେେ ତଳ ଭୂମିଆଡେ ମାଡିଗଲେ। ରୂବନରେ ଷୋର୍ତ ସମକ୍ସ୍ଟହ ଗକ୍ସ୍ଟରକ୍ସ୍ଟତର ମନଭାବନା ହେଲା।
ଅବୀମଲକରେ ମୃତକ୍ସ୍ଟ୍ଯପରେ ସଦାପ୍ରଭୁ ଆଉ ଜଣେ ବିଗ୍ଭରକଙ୍କକ୍ସ୍ଟ ଇଶ୍ରାୟେଲବାସୀଙ୍କକ୍ସ୍ଟ ରକ୍ଷା କରିବା ପାଇଁ ପଠାଇଲେ। ସହେି ବିଗ୍ଭରକଙ୍କ ନାମ ଥିଲା ତାେଲୟ। ସେ ଥିଲେ ପୂଯାର ପକ୍ସ୍ଟତ୍ର। ଦୋଦୟର ପକ୍ସ୍ଟତ୍ର ପୂଯାର ଥିଲେ। ତାେଲୟ ଥିଲେ ଇଷାଖର ପରିବାରବର୍ଗ। ଯାହାକି ଇଫ୍ରଯିମ ପର୍ବତମଯ ଦେଶ ଶାମୀର ସହର ରେ ତାେଲୟ ବାସ କଲେ।
ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।