Home Bibles ☰ Books ଆଦି ପୁସ୍ତକ 49:26 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 49:26 · ଓଡ଼ିଆ ବାଇବେଲ

ତୁମ୍ଭର ପିତାଙ୍କ ଆଶିର୍ବାଦ ଅଧିକ ପ୍ରାଚୀନ ପର୍ବତଠାରୁ ଏବଂ ଭଲ ବିଷଯ ଚିରସ୍ଥାଯୀ ପର୍ବତର ସୀମା ପର୍ୟ୍ଯନ୍ତ ହବେ। ଯୋଷଫେ ୟିଏକି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସହେି ଆଶୀର୍ବାଦ ସମସ୍ତ ଭୋଗକରୁ।

Cross references

ଆଦି ପୁସ୍ତକ 27:27

ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା ଓ ତାଙ୍କୁ ନୁମ୍ବନ ଦଲୋ। ଇସ୍ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇସ୍ହାକ ତାଙ୍କୁ ଆଶୀର୍ବାଦ ଦେଲେ।

ଆଦି ପୁସ୍ତକ 27:39

ତା'ପରେ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ ବାହା ରେ ବର୍ଷା ରେ ରହିବ ଏବଂ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦବେ।

ଆଦି ପୁସ୍ତକ 28:3

ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।

ଆଦି ପୁସ୍ତକ 37:28

ଯେତବେେଳେ ମିଦିଯନୀଯ ବଣିକମାନେ ସମାନଙ୍କେର ନିକଟକୁ ଆସିଲେ, ଭାଇମାନେ ଯୋଷଫେକୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରେ ୗପ୍ୟ ମୁଦ୍ରା ରେ ବିକ୍ରୀ କରି ଦେଲେ। ସହେି ବଣିକମାନେ ତାକୁ ମିଶରକୁ ନଇଗେଲେ।

ଗଣନା ପୁସ୍ତକ 6:2

ଇଶ୍ରାୟେଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ସର୍ଗିତ ହବୋ ନିମନ୍ତେ ବିଶଷେ ନାସରୀଯ ପ୍ରତିଜ୍ଞା କରିବା ଉଚିତ୍।

ଦିତୀୟ ବିବରଣ 33:15

ପକ୍ସ୍ଟରାତନ ପର୍ବତମାନ ଉତ୍ତମ ଦ୍ରବ୍ଯମାନ ରେ ପରିପୂର୍ଣ୍ଣ ହେଉ।

ଗୀତସଂହିତା 89:36

ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।

ଗୀତସଂହିତା 105:17

ସଦାପ୍ରଭୁ ସମାନଙ୍କେ ଆଗରେ ୟୋଷଫେ ନାମକ ଏକ ବ୍ଯକ୍ତିକୁ ମିଶରକୁ ପଠାଇଥିଲେ। ୟୋଷଫେ ଦାସପରି ବିକ୍ରୀ ହାଇେଥିଲା।

ଗୀତସଂହିତା 132:18

ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ ଚକ୍ କରୁଥିବା ରାଜମୁକୁଟ ଶାେଭା ପାଇବ।

ଯିଶାଇୟ 54:10

ସଦାପ୍ରଭୁ ଯେ କି ତୁମ୍ଭପ୍ରତି କରୁଣା କରିଅଛନ୍ତି କୁହନ୍ତି : ଯଦିଓ ପର୍ବତଗୁଡ଼ିକ ବିଚଳିତ ହାଇେ ଘୁଞ୍ଚିଯିବେ ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂ ରଇେ ୟିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ଯବସ୍ଥା ଟଳିବ ନାହିଁ।'

ଯିଶାଇୟ 66:5

ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।

ଯିହିଜିକଲ 37:25

ଏବଂ ମୁଁ ମାରେ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ଓ ଯେଉଁଠା ରେ ସମାନଙ୍କେ ପୂର୍ବପୁରୁଷଗଣ ବାସ କରୁଥିଲେ, ସହେି ଦେଶ ରେ ସମାନେେ ବାସ କରିବେ। ମୁଁ ସମାନେେ, ସମାନଙ୍କେର ସନ୍ତାନମାନେ ଓ ସମାନଙ୍କେର ସନ୍ତାନମାନଙ୍କର ସନ୍ତାନମାନେ ସଦାକାଳ ସଠାେ ରେ ବାସ କରିବେ। ଏବଂ ମାରେ ଦାସ ଦାଉଦ ସଦାକାଳ ସମାନଙ୍କେର ଅଧିପତି ହବେେ।

ଯୂନସ 2:6

ମୁଁ ସମୁଦ୍ରର ତଳ ଦେଶ ରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହାଇେଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସହେି ବନ୍ଦୀଶାଳା ରେ ତାଲା ପଡି ରହିଲି। କିନ୍ତୁ ମାରେ ସଦାପ୍ରଭୁ ମାେତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ବର, ତୁମ୍ଭେ ମାେତେ ପୁନର୍ବାର ଜୀବନ ଦଲେ।

Interlinear

Choose Theme