Home Bibles ଆଦି ପୁସ୍ତକ 5:1 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 5:1 · ଓଡ଼ିଆ ବାଇବେଲ

ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।

Cross references

ଆଦି ପୁସ୍ତକ 1:26

ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।

ଆଦି ପୁସ୍ତକ 1:27

ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।

ଆଦି ପୁସ୍ତକ 2:4

ଏହା ହେଲା ପୃଥିବୀ ଓ ଆକାଶର ଇତିହାସ। ଯେଉଁ ସମୟରେ ପରମେଶ୍ବର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସହେି ସମୟର ଇତିହାସ।

ଆଦି ପୁସ୍ତକ 6:9

ଏହା ନୋହର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ବରଙ୍କୁ ଅନୁସରଣ କରୁଥିଲେ।

ଆଦି ପୁସ୍ତକ 10:1

ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।

ପ୍ରଥମ ବଂଶାବଳୀ 1:1

ଆଦମ, ଶେଥ, ଈନୋଶ,

ଉପଦେଶକ 7:29

ମୁଁ ଯାହା ପାଇଛି ତାକୁ ଥରେ ମାତ୍ର ଦେଖ। ପରମେଶ୍ବର ମାନବ ସମାଜକୁ ସରଳ କରି ତିଆରି କଲେ। କିନ୍ତୁ ସମାନେେ ସର୍ବଦା ନୂତନ ଯୋଜନା ଉଦ୍ଭାବନ କରିଛନ୍ତି।

ଉପଦେଶକ 12:1

ତୁମ୍ଭେ ୟୌବନ କାଳ ରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ ମୁଁ ଆଉ ଜୀବନକୁ ଉପ ଭୋଗ କରିବାକୁ ଚା ହେଁ ନାହିଁ।

ମାଥିଉଲିଖିତ ସୁସମାଚାର 1:1

ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।

ଲୂକଲିଖିତ ସୁସମାଚାର 3:36

ଶଲହେ କନୋନଙ୍କ ପୁତ୍ର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:7

କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ବରଙ୍କ ପ୍ରତିମୂର୍ତ୍ତି ରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ବରୂପ ଅଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:18

ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

ଏଫିସୀୟଙ୍କ ପ୍ରତି ପତ୍ର 4:24

ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।

କଲସୀୟଙ୍କ ପ୍ରତି ପତ୍ର 3:10

ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।

ଏବ୍ରୀ 1:3

ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ଏବ୍ରୀ 12:9

ଏହି ପୃଥିବୀ ରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସମାନେେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦଖାଇେଲୁ। ଅତଏବ ଏହା ଅଧିକ ଗୁରୁତ୍ବପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।

Interlinear

Choose Theme