Home Bibles ଆଦି ପୁସ୍ତକ 5:25 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 5:25 · ଓଡ଼ିଆ ବାଇବେଲ

ମଥୁଶଲହେ 187 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ। ତାହାର ନାମ ଲମେକ।

Cross references

ଆଦି ପୁସ୍ତକ 4:18

ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁଯାଯଲେ। ମହୁଯାଯଲରେ ଏକ ପୁତ୍ର ଥିଲା ଯାହାର ନାମ ମଥୁଶାଯଲେ ଓ ମଥୁଶାଯଲରେ ଏକ ପୁତ୍ର ଥିଲା ଯାହାର ନାମ ଲମେକ।

Interlinear

Choose Theme