ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।
Cross references
ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।
ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।
କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।
ମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।
ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।
ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।
ଲମେକର ଜନ୍ମ ପରେ ମଥୂଶଲହେ 782 ବର୍ଷ ବଞ୍ଚିଲେ ଏବଂ ସେ ଆହୁରି ଅନକେ ପୁତ୍ର କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।
ନୋହ ଜନ୍ମ ହବୋପରେ ଲମେକ 595 ବର୍ଷ ବଞ୍ଚିଲେ ଏବଂ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।
ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ବାରା ପୃଥିବୀକୁ ପୂର୍ଣ୍ଣ କର।
ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚଯ ବହୁତ ପିଲାପିଲି ହବେ। ତୁମ୍ଭମାନେେ ପୃଥିବୀକୁ ମନୁଷ୍ଯ ରେ ପରିପୂର୍ଣ୍ଣ କରିବ।
ଆର୍ଫକଷଦ ପଞ୍ଚତିରିଶ ବର୍ଷ ବଯସ ରେ ଶଲହରେ ପିତା ହେଲ।
ଆଦମ, ଶେଥ, ଈନୋଶ,
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।
ଶଲହେ କନୋନଙ୍କ ପୁତ୍ର।