Home Bibles ଆଦି ପୁସ୍ତକ 50:12 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 50:12 · ଓଡ଼ିଆ ବାଇବେଲ

ତା'ପରେ ଯାକୁବଙ୍କ ପୁତ୍ରମାନେ ଯାକୁବଙ୍କୁ ଯେପରି ଆଜ୍ଞା ଦଇେଥିଲେ ସମାନେେ ତଦନୁସା ରେ ସହେିପରି କଲେ।

Cross references

ଆଦି ପୁସ୍ତକ 47:29

ଇଶ୍ରାୟେଲଙ୍କର ମରଣ ଦିନ ପାଖଇେ ଆସିବାରୁ ସେ ଆପଣା ପୁତ୍ର ଯୋଷଫଙ୍କେୁ ଡ଼ାକି କହିଲେ, ମୁଁ ଯବେେ ତୁମ୍ଭ ସାକ୍ଷାତ ରେ ଅନୁଗ୍ରହ ପାଇଲି, ତବେେ ବିନଯ କରୁଅଛି, ତୁମ୍ଭେ ମାେ ଜଙ୍ଘ ରେ ହସ୍ତ ଦିଅ। ପୁଣି ମାେ ପ୍ରତି ଦୟା ଓ ସତ୍ଯ ବ୍ଯବହାର କରି ମାେତେ ଏହି ମିଶର ଦେଶ ରେ କବର ଦିଅ ନାହିଁ।

ଆଦି ପୁସ୍ତକ 49:29

ଏହାପରେ ଇଶ୍ରାୟେଲ ତାଙ୍କୁ ନିର୍ଦ୍ଦେଶ ଦଇେ କହିଲେ, ମୁଁ ଯେତବେେଳେ ମରିବି, ମାରେପୂର୍ବପୁରୁଷମାନଙ୍କ ସହିତ ମାେତେ ଇଫ୍ରୋଣର ହତେୀଯ କ୍ଷତେ ରେ କବର ଦିଅ।

ଯାତ୍ରା ପୁସ୍ତକ 20:12

ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:16

ସମାନଙ୍କେୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରାହାମ ହ ମାରେର ପୁତ୍ରମାନଙ୍କୁ ପାଖରୁ କିଛି ରୂପା ଟଙ୍କା ଦଇେ କିଣିଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 6:1

ହେ ସନ୍ତାନଗଣ ! ପ୍ରଭୁଙ୍କ ଇଚ୍ଛାନୁସା ରେ ମାତା ପିତାଙ୍କ କଥାର ବାଧ୍ଯ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।

Interlinear

Choose Theme