Home Bibles ଆଦି ପୁସ୍ତକ 50:2 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 50:2 · ଓଡ଼ିଆ ବାଇବେଲ

ଯୋଷଫେ ତାଙ୍କର ବୈଦ୍ଯମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସମାନେେ ଶରୀରକୁ ମିଶରୀଯ ପଦ୍ଧତି ରେ ପ୍ରସ୍ତୁତ କଲେ।

Cross references

ଆଦି ପୁସ୍ତକ 50:26

ଏହି ପ୍ରକାର ରେ ଯୋଷଫେ 110 ବଯସ ରେ ମଲେ। ସମାନେେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶର ରେ ଏକ ସିନ୍ଦୁକ ମଧିଅରେ ରଖିଲେ।

ଦିତୀୟ ବଂଶାବଳୀ 16:14

ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।

ମାଥିଉଲିଖିତ ସୁସମାଚାର 26:12

ଏହି ସ୍ତ୍ରୀ ଲୋକ ମାେ ଦହେ ରେ ଅତର ଢ଼ାଳିଛି। ମାରେ ସମାଧି ନିମନ୍ତେ ମାେତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି,

ମାର୍କଲିଖିତ ସୁସମାଚାର 14:8

ଏ ସ୍ତ୍ରୀ ଲୋକଟିର ମାେ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସତକେ କରିଛି। ସମାଧି ନିମନ୍ତେ ମାେ ଦହକେୁ ପ୍ରସ୍ତୁତ କରିବା ପାଇଁ ସେ ମାେ ଦହେ ରେ ମାରେ ମୃତ୍ଯୁ ପୂର୍ବରୁ ଅତର ଢାଳିଛି।

ମାର୍କଲିଖିତ ସୁସମାଚାର 16:1

ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାଆ ମରିୟମ ଓ ଶ ଲୋମୀ ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତଲେ ଆଣିଲେ।

ଲୂକଲିଖିତ ସୁସମାଚାର 24:1

ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସହେି ସ୍ତ୍ରୀ ଲୋକମାନେ ଯେଉଁଠା ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ଆସିଲେ। ସମାନେେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ଯ ସଙ୍ଗ ରେ ଆଣିଥିଲେ।

ଯୋହନଲିଖିତ ସୁସମାଚାର 12:7

ଯୀଶୁ ଉତ୍ତର ଦେଲେ, ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମାରେ ସମାଧି କ୍ରିଯାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି।

ଯୋହନଲିଖିତ ସୁସମାଚାର 19:39

ନୀକଦୀମ ମଧ୍ଯ ଯୋଷଫଙ୍କେ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରି ରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହାଇେଥିଲେ। ସେ ଯୀଶୁଙ୍କ ଦହେ ରେ ଲଗାଇବା ପାଇଁ ପ୍ରାୟ ପ୍ରଚାଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁର ଘନେି ଆସିଲେ।

Interlinear

Choose Theme