ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।
Cross references
ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।
ନୋହଙ୍କର ତିନୋଟି ପୁତ୍ର ଥିଲେ। ସମାନେେ ହେଲେ ଶମେ, ହାମ ଓ ଯଫେତ୍।
ମୁଁ ତୁମ୍ଭ ସହିତ ଏକ ଗୁରୁତ୍ବପୂର୍ଣ୍ଣ ଚୁକ୍ତି କରିବି। ଏବଂ ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ।
ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।
ନୋହ ଏବଂ ତା'ର ପରିବାର ବନ୍ଯାରୁ ରକ୍ଷାପାଇବା ନିମିତ୍ତ ଜାହାଜ ମଧ୍ଯକୁ ଗଲେ। ଜାହାଜ ରେ ନୋହ, ତା'ର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।
ଦ୍ବିତିଯ ମାସର ଶତାଇଶ ଦିନ ବଳକେୁଭୂମି ପୁରା ଶୁଖିୟାଇଥିଲା
ନୋହର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସମାନଙ୍କେର ନାମ, ଶମେ, ହାମ ଓ ଯଫେତ୍ (ହାମ ଥିଲେ କିଣାନର ପିତା)
ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।
ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।
ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।
ଯେତବେେଳେ ସମାନଙ୍କେ ପିତା ବା ଭାଇମାନେ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆପତ୍ତି କରିବାକୁ ଆସିବେ। ଆମ୍ଭମାନେେ କହିବକ୍ସ୍ଟ, 'ଦୟାକରି ବିନ୍ଯାମୀନୀଯମାନଙ୍କୁ ଅନକ୍ସ୍ଟଗ୍ରହ କର। ଯଦିଓ ସମାନେେ ତୁମ୍ଭମାନଙ୍କର ସ୍ତ୍ରୀ ଲୋକମାନଙ୍କୁ ନଇୟୋଇଛନ୍ତି। ସମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ନାହିଁ। ତୁମ୍ଭେ ନୀରିହ ଅଟ, ଏପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ତୁମ୍ଭର କନ୍ଯାଗଣଙ୍କକ୍ସ୍ଟ ବିବାହ ଦଲେ, ଏଥିପାଇଁ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁଙ୍କ ପ୍ରତି ଶପଥ ଭାଙ୍ଗିଲ ନାହିଁ।
ନୋହଙ୍କର ପୁତ୍ରମାନଙ୍କର ନାମ ଥିଲା ଶମେ, ହାମ, ଯଫେତ୍।
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।
ଅତି ପୂର୍ବକାଳ ରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ବର ଦଣ୍ଡ ଦଇେଥିଲେ। ପରମେଶ୍ବର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟଙ୍କାରୀ ବନ୍ଯା ଆଣିଥିଲେ। କିନ୍ତୁ ପରମେଶ୍ବର ନୋହ ଓ ତାହାଙ୍କ ସହ୍ଯ ଅନ୍ୟ ସାତଜଣଙ୍କୁ ସହେି ପ୍ରଳୟଙ୍କାରୀ ବନ୍ଯାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।