Home Bibles ☰ Books ଆଦି ପୁସ୍ତକ 7:16 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 7:16 · ଓଡ଼ିଆ ବାଇବେଲ

ପରମେଶ୍ବରଙ୍କର ଆଜ୍ଞାନୁସା ରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରେତ୍ୟକକ ପ୍ରକାରର ଜାହାଜ ମଧ୍ଯକୁ ପ୍ରବେଶ କଲେ, ଏହାପରେ ସଦାପ୍ରଭୁ ଜାହାଜର ଦ୍ବାରା ବନ୍ଦ କରି ଦେଲେ।

Cross references

ଆଦି ପୁସ୍ତକ 7:2

ତୁମ୍ଭେ ତୁମ୍ଭ ସହିତ ସାତ ୟୋଡ଼ ଶୁଚ଼ି ପଶୁ ଓ ଏକ ୟୋଡ଼ି ଅଶୁଚ଼ି ପଶୁ ନଇେ ଆସିବ। ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚଯ ରହିବ।

ଆଦି ପୁସ୍ତକ 7:5

ନୋହ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ସମସ୍ତ କାର୍ୟ୍ଯ କଲେ।

ଆଦି ପୁସ୍ତକ 7:9

ସମାନେେ ଯୋଡ଼ି ୟୋଡ଼ି କରି ପୁରୁଷ ଓ ସ୍ତ୍ରୀ ଠିକ୍ ପରମେଶ୍ବରଙ୍କ ଆଜ୍ଞାନୁସା ରେ ନୋହଙ୍କ ନିକଟକୁ ୟାଇ ଜାହାଜ ରେ ପ୍ରବେଶ କଲେ।

ଦିତୀୟ ବିବରଣ 33:27

ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'

ଦିତୀୟ ରାଜାବଳୀ 4:4

ତା'ପରେ ତୁମ୍ଭ ଘରକୁ ୟାଇ ଦ୍ବାର ବନ୍ଦ କର। କବଳେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସହେି ଘ ରେ ରହିବ। ତା'ପରେ ସହେି ପାତ୍ରମାନଙ୍କ ରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।

ଆୟୁବ ପୁସ୍ତକ 12:14

ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ।

ଗୀତସଂହିତା 46:2

ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ।

ଗୀତସଂହିତା 91:1

ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।

ହିତୋପଦେଶ 3:23

ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।

ମାଥିଉଲିଖିତ ସୁସମାଚାର 25:10

ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।

ଲୂକଲିଖିତ ସୁସମାଚାର 13:25

ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'

ଯୋହନଲିଖିତ ସୁସମାଚାର 10:27

ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।

ପିତରଙ୍କ ପ୍ରଥମ ପତ୍ 1:5

ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।

Interlinear

Choose Theme