Home Bibles ☰ Books ଆଦି ପୁସ୍ତକ 7:20 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 7:20 · ଓଡ଼ିଆ ବାଇବେଲ

ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।

Cross references

ଆଦି ପୁସ୍ତକ 6:15

ସହେି ଜାରାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଚ଼ାଶ ହାତ ଏବଂ ତାହାର ଉଚ୍ଚତା ତିରିଶ ହାତ ହବେ।

ଗୀତସଂହିତା 104:6

ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ଯ ଆଚ୍ଛାଦନ କଲ। ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।

ଯିରିମିୟ 3:23

ଉପପର୍ବତସମୂହ ରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ଯର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ବର ସଦାପ୍ରଭୁଙ୍କଠା ରେ ଇଶ୍ରାୟେଲର ପରିତ୍ରାଣ ଅଛି।

Interlinear

Choose Theme