Home Bibles ଆଦି ପୁସ୍ତକ 7:8 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 7:8 · ଓଡ଼ିଆ ବାଇବେଲ

ସମସ୍ତ ପଶୁଗୁଡ଼ିକ ଶୁଚ଼ି ଓ ଅଶୁଚ଼ି ଓ ପଶୁପକ୍ଷୀ ବର୍ଗ ଓ ଭୂଚ଼ର ଉ ରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ୟାଇ ଭିତରକୁ ଗଲେ।

Cross references

ଆଦି ପୁସ୍ତକ 6:19

ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାରର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଂଗ ରେ ଧରି ଜାହାଜ ରେ ପ୍ରବେଶ କରିବ।

ଆଦି ପୁସ୍ତକ 6:20

ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉ ରୋଗାମୀ ଜନ୍ତୁ ପ୍ରେତ୍ୟକକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ।

ଆଦି ପୁସ୍ତକ 7:2

ତୁମ୍ଭେ ତୁମ୍ଭ ସହିତ ସାତ ୟୋଡ଼ ଶୁଚ଼ି ପଶୁ ଓ ଏକ ୟୋଡ଼ି ଅଶୁଚ଼ି ପଶୁ ନଇେ ଆସିବ। ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚଯ ରହିବ।

ଆଦି ପୁସ୍ତକ 7:14

ସହେି ଲୋକମାନେ ଏବଂ ପ୍ରେତ୍ୟକକ ପ୍ରକାରର ପଶୁ, ସହେିଜାହଜକୁ ପ୍ରବେଶ କଲେ। ସବୁପ୍ରକାରର ଗ୍ରୁହପାଳିତ ପଶୁ, ସବୁପ୍ରକାର ଉ ରୋଗମୀ ସବୁଜାତିଯ ଭୂଚ଼ର ଓ ଖେଚ଼ର ପକ୍ଷୀ ସମସ୍ତ ଜାହାଜ ମଧ୍ଯକୁ ପ୍ରବେଶ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:12

ତା'ଭିତ ରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।

Interlinear

Choose Theme