Home Bibles ଆଦି ପୁସ୍ତକ 8:16 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 8:16 · ଓଡ଼ିଆ ବାଇବେଲ

ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ

Cross references

ଆଦି ପୁସ୍ତକ 7:1

ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।

ଆଦି ପୁସ୍ତକ 7:7

ନୋହ ଏବଂ ତା'ର ପରିବାର ବନ୍ଯାରୁ ରକ୍ଷାପାଇବା ନିମିତ୍ତ ଜାହାଜ ମଧ୍ଯକୁ ଗଲେ। ଜାହାଜ ରେ ନୋହ, ତା'ର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।

ଆଦି ପୁସ୍ତକ 7:13

ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।

ଯିହୋଶୂୟ 3:17

ପରମେଶ୍ବରଙ୍କ ନିଯମ ସିନ୍ଦକ୍ସ୍ଟକ ନଇେ ଯାଉଥିବା ଯାଜକଗଣ ଦୃଢ ଭାବରେ ୟର୍ଦ୍ଦନ ନଦୀର ମଝି ରେ ଅଟକି ଗଲେ, ଯେ ପର୍ୟ୍ଯନ୍ତ ଇଶ୍ରାୟେଲର ସମସ୍ତ ଲୋକ ଶକ୍ସ୍ଟଖିଲା ଭୂମିରେ ନଦୀ ପାର ହାଇେ ନାହାନ୍ତି।

ଯିହୋଶୂୟ 4:10

ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମାଶାେ ଯିହାଶୂେୟାଙ୍କକ୍ସ୍ଟ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ବହକ୍ସ୍ଟଥିଲେ, ସମାନେେ ସହେି ନଦୀ ଶର୍ୟ୍ଯା ରେ ଠିଆ ହାଇେ ରହିଲେ, ସମସ୍ତ ଇଶ୍ରାୟେଲ ଲୋକମାନେ ନଦୀ ପାର ନ ହବୋ ପର୍ୟ୍ଯନ୍ତ।

ଯିହୋଶୂୟ 4:16

ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ୟର୍ଦ୍ଦନ ନଦୀ ମଧ୍ଯରକ୍ସ୍ଟ ବାହାରକକ୍ସ୍ଟ ଆସିବା ପାଇଁ।

ଯିହୋଶୂୟ 4:17

ତେଣୁ ଯିହାଶୂେୟ ନିର୍ଦ୍ଦେଶ ଦେଲେ ଯାଜକମାନଙ୍କୁ, ସେ କହିଲେ, ୟର୍ଦ୍ଦନ ନଦୀରକ୍ସ୍ଟ ବାହାରକକ୍ସ୍ଟ ଆସ।

ଗୀତସଂହିତା 91:11

ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।

ଗୀତସଂହିତା 121:8

ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ଦାନିଏଲ 9:25

ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।

ଯିଖରିୟ 9:11

ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:27

କାରାଧ୍ଯକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖାଲିେଥିବାର ଦେଖି, ସେ ନିଜକୁ ହତ୍ଯା କରିବା ଉଦ୍ଦେଶ୍ଯ ରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:37

କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, ସମାନେେ ଆମ୍ଭକୁ ବିନା ବିଚ଼ାର ରେ ଜନସାଧାରଣଙ୍କ ସାମନା ରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାର ରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସମାନେେ ଆମ୍ଭକୁ ଗୋପନ ରେ ଛାଡ଼ି ଦବୋପାଇଁ କହୁଛନ୍ତି? ଏହା ଆଦୌ ହାଇପୋରିବ ନାହିଁ। ତେଣୁ ସମାନେେ ନିଜେ ଆସି ବିଚ଼ାରକର୍ତ୍ତାମାନଙ୍କୁ କହିଲେ।

Interlinear

Choose Theme